Posted inଖେଳ

ପଏଣ୍ଟ ଭିତ୍ତିରେ ସେଲ୍‌ଟିକ୍‌ ଚାମ୍ପିୟନ

ଲଣ୍ଡନ, ୧୯ା୫ (ଏଏଫ୍‌ପି)-ସେଲଟିକ୍‌ କ୍ରମାଗତ ୯ମ ଥର ପାଇଁ ସ୍କଟିଶ ପ୍ରିମିୟରଶିପ୍‌ ଟାଇଟଲ ହାସଲ କରିଛି। ଏଥିସହିତ ଲଗାତର ଚାମ୍ପିୟନ ହେବାରେ ଟିମ୍‌ ରେକର୍ଡ ସମକକ୍ଷ ହୋଇଛି। କରୋନା ଭାଇରସ୍‌ ମହାମାରୀ ଯୋଗୁ ୮ଟି ମ୍ୟାଚ ବାକିଥାଇ ଟୁର୍ନାମେଣ୍ଟ ସ୍ଥଗିତ ବେଳକୁ ଅଧିକାଂଶ କ୍ଲବର ୮ଟି ଲେଖାଏଁ ମ୍ୟାଚ୍‌ ବାକି ରହିଥିଲା। ସେତେବେଳେ ପଏଣ୍ଟ ଟେବୁଲରେ ନିଲ୍‌ ଲେନନ୍‌ଙ୍କ ଦଳ ସେଲ୍‌ଟିକ୍‌ ଶୀର୍ଷ ସ୍ଥାନରେ ରହିଥିଲା। ଦଳ ଦ୍ୱିତୀୟ ସ୍ଥାନରେ ରହିଥିବା ରେଞ୍ଜର୍ସଠାରୁ ୧୩ ପଏଣ୍ଟ ଆଗୁଆ ରହିଥିଲା। ମ୍ୟାଚ୍‌ ପିଛା ପଏଣ୍ଟ ଫର୍ମୁଲା ଅନୁସାରେ ଫାଇନାଲ ଲିଗ୍‌ର ସ୍ଥାନ ନିରୂପଣ ହୋଇଥିଲା। ସେଲଟିକ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ପିଟର ଲଓ୍ବେଲ କହିଛନ୍ତି ସମର୍ଥକଙ୍କ ଉପସ୍ଥିତିରେ ଟାଇଟଲ ବିଜୟୀ ହୋଇଥିଲେ ଆମକୁ ଅଧିକ ଆନନ୍ଦ ମିଳିଥାନ୍ତା। ହେଲେ ଆମେ ଟାଇଟଲ ହାସଲ କରିବା ଲାଗି ହକ୍‌ଦାର ବୋଲି ଏଥିରେ କେହି ଦ୍ୱିମତ ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri