ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ଶ୍ରଦ୍ଧାଳୁ। ତେଣୁ ପଙ୍କୋଦ୍ଧାର ଏକାଦଶୀରେ ଲୋକନାଥଙ୍କ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ଭକ୍ତମାନେ କିପରି ଶାନ୍ତି ଶୃଙ୍ଖଳାର ସହ ଦର୍ଶନ କରିପାରିବେ ସେ ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି।

୨୦୦୦ ଦର୍ଶନ ଟିକେଟ କରାଯାଇଛି। ପ୍ରତ୍ୟେକ ଟିକେଟର ଦାମ୍‌ ୧୦୦ ଟଙ୍କା ରହିଛି। ଦର୍ଶନ ଟିକେଟଧାରୀ, ଭିଆଇପି ଏବଂ ସେବାୟତ ବୃଷଭ ଦ୍ୱାର ଦେଇ ଠାକୁରଙ୍କୁ ଦର୍ଶନ କରିବେ। ଅନ୍ୟମାନେ ଲକ୍ଷ୍ମୀଦ୍ୱାର ଦେଇ ଠାକୁରଙ୍କୁ ଦର୍ଶନ କରିବେ। କିନ୍ତୁ ସମସ୍ତେ ବଉଳଗଛ ଦ୍ୱାର ଦେଇ ପ୍ରସ୍ଥାନ କରିବେ ବୋଲି ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri