ପଙ୍ଗପାଳକୁ ନେଇ ପାକ୍‌ରେ ଜରୁରୀ ପରିସ୍ଥିତି

ଇସ୍‌ଲାମାବାଦ,୩ା୨: ପାକିସ୍ତାନକୁ ଲକ୍ଷ ଲକ୍ଷ ସଂଖ୍ୟାରେ ପଙ୍ଗପାଳ ମାଡ଼ିଆସି ଫସଲ ନଷ୍ଟ କରିଚାଲିଥିବାରୁ ସରକାର ଜାତୀୟ ଜରୁରୀ ପରିସ୍ଥିତି ଜାରି କରିଛନ୍ତି। ପଙ୍ଗପାଳ ସିନ୍ଧ୍‌ ପ୍ରଦେଶରେ ଫସଲ ସମ୍ପୂର୍ଣ୍ଣ ନଷ୍ଟ କରିସାରିଲେଣି। ଏବେ ସେମାନେ ପଞ୍ଜାବ ପ୍ରଦେଶରେ ଫସଲ ନଷ୍ଟ କରିଚାଲିଥିବାବେଳେ ଚାଷୀମାନଙ୍କ ନିଦ ହଜାଇଦେଲେଣି। ଫଳରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ନେତୃତ୍ୱରେ ଜରୁରୀ ବୈଠକ ବସି ଜାତୀୟ ଜରୁରୀ ପରିସ୍ଥିତି ଜାରି ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ୪ଟି କ୍ଷତିଗ୍ରସ୍ତ ରାଜ୍ୟର ବରିଷ୍ଠ ଅଧିକାରୀ ଓ ପାକ୍‌ ମନ୍ତ୍ରୀମାନେ ଯୋଗଦେଇଥିଲେ। ଏହି ସଂକଟରୁ ରକ୍ଷା ପାଇବା ଲାଗି ୭୩୦ କୋଟି ଟଙ୍କାର ଜାତୀୟ କାର୍ଯ୍ୟଯୋଜନାକୁ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କୂଟନୀତିଜ୍ଞଙ୍କୁ ସମନ ଜାରି କଲା ପାକିସ୍ତାନ

ଇସ୍‌ଲାମାବାଦ,୨।୪: ପାକିସ୍ତାନର ଆଭ୍ୟନ୍ତରୀଣ ବ୍ୟାପାରରେ ଆମେରିକା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି ଇସ୍‌ଲାମାବାଦ ଆମେରିକାର ବରିଷ୍ଠ କୂଟନୀତିଜ୍ଞ ଆଙ୍ଗେଲା ପି ଆଗେଲରଙ୍କୁ ସମନ ଜାରି କରି...

ରାତାରାତି ଗାୟବ ହୋଇଗଲା ବ୍ରିଜ

ମସ୍କୋ,୭।୬: ଘର ଓ ଦୋକାନରେ ଚୋରି ହେବା କଥା ଶୁଣିଥିବେ। ହେଲେ ରେଲଓ୍ବେର ବ୍ରିଜ୍‌ ଚୋରି ହେବା କଥା କେହି କେବେ ଶୁଣି ନ ଥିବେ।...

ସଂଖ୍ୟାଗରିଷ୍ଠତା ହରାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୪ା୯: ଆଗକୁ ବ୍ରେକ୍‌ଜିଟକୁ ନେଇ ଭୋଟ ହେବାକୁ ଥିବାବେଳେ କଞ୍ଜରଭେଟିଭ ପାର୍ଟିର ଜଣେ ବିଦ୍ରୋହୀ ଏମ୍‌ପି ମଙ୍ଗଳବାର ଲିବେରାଲ ଡେମୋକ୍ରାଟ୍ସ ପାର୍ଟିରେ ଯୋଗଦେବା ଫଳରେ ବ୍ରିଟେନ...

ବିଦାୟ ୨୦୨୨, ଦମଦାର ହେବ ୨୦୨୩: କିମ୍‌ ଜୋଙ୍ଗ ଉନ୍‌…

ପ୍ୟୋଙ୍ଗୟାଙ୍ଗ,୩୧।୧୨ : ଦକ୍ଷିଣ କୋରିଆର ଆକାଶ ମାର୍ଗରେ ଡ୍ରୋନ ଉତକ୍ଷେପଣକୁ ନେଇ ଉତ୍ତେଜନା ବୃଦ୍ଧି ପାଇବା ପରେ ଉତ୍ତର କୋରିଆ ଶନିବାର ଏହାର ପୂର୍ବ ଜଳ...

ବିଶ୍ୱରେ ବଢୁଛି ମୋଦିଙ୍କ ଲୋକପ୍ରିୟତା, କାରଣ ଜାଣିଲେ…

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୬: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌ରେ ୮୯.୫ ମିଲିୟନ ଫଲୋଅର୍ସଙ୍କ ସହ ପ୍ରଧାନମନ୍ତ୍ରୀ...

ଏଲିଅନଙ୍କ ସମ୍ପର୍କରେ ପଡ଼ିବ ଜଣା: ୟୁଏଫଓର ଗୁପ୍ତ ତଥ୍ୟ ସାର୍ବଜନୀନ କରି ପାରନ୍ତି ବାଇଡେନ ସରକାର…

ଓ୍ବାଶିଂଟନ,୧୫।୭ : ଆମେରିକାର ସିନେଟ ନେତା ଚକ ଶୁମାନ ଏକ ଆଇନ ଆଗତ କରିଛନ୍ତି ଯାହା ଅଜ୍ଞାତ ଫ୍ଲାଇଙ୍ଗ ବସ୍ତୁ (ୟୁଏପଓ) ସହିତ ଜଡିତ ଗୁପ୍ତ...

ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଲେ ଗୁଗୁଲ ଏବଂ ଆପଲ୍‌

ଓ୍ବାଶିଂଟନ,୨୪।୧୨: ଗୁଗୁଲ ଏବଂ ଆପଲ୍‌ ନିଜ ନିଜର ଆପ୍‌ ଷ୍ଟୋର୍‌ରୁ ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଛନ୍ତି। ୟୁଏଇ ପାଇଁ ଏହି ଆପ୍‌ ଗୁପ୍ତଚରୀ କରୁଥିବା ଅଭିଯୋଗ...

କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍‌ଓ

ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ...

Advertisement
Archives

Model This Week