‘ପଙ୍ଗା’ର ନୂଆ ପୋଷ୍ଟର ରିଲିଜ୍‌

ମୁମ୍ବାଇ: କଙ୍ଗନା ରାନାଓ୍ବତଙ୍କ ଲିଡ୍‌ ରୋଲରେ ପରଦାକୁ ଆସିବ ‘ପଙ୍ଗା’। ଶନିବାର ଅଭିନେତ୍ରୀ ନିନା ଗୁପ୍ତା ଏହାର ଏକ ପୋଷ୍ଟର ରିଲିଜ୍‌ କରିଛନ୍ତି। ଏହି ପୋଷ୍ଟରରେ ନିନା, କଙ୍ଗନା ଓ ଗାୟକ ଜେସି ଗିଲ୍‌ ଏକ ଶୋଫା ଉପରେ ବସି ହସଖୁସି କରୁଥିବା ଦେଖାଯାଇଛି। ଏହାସହ କଙ୍ଗନାଙ୍କ ପୁଅ ଭୂମିକାରେ ଶିଶୁ କଳାକାର ଥିବା ୟଜ୍ଞ ଭାସିନଙ୍କୁ ମଧ୍ୟ ଏଥିରେ ଦେଖିବାକୁ ମିଳିଛି। ଏହି ସ୍ପୋର୍ଟସ୍‌ ଡ୍ରାମା ଫିଲ୍ମ ଆସନ୍ତା ଜାନୁୟାରୀ ୨୪ରେ ପରଦାକୁ ଆସିବ ବୋଲି ଯୋଜନା ରହିଛି। ଏଥିରେ ରିଚା ଚଢା, ଜେସି ଗିଲ୍‌ ଓ ନିନା ଗୁପ୍ତା ମୁଖ୍ୟ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୁବତୀ କରିଥିଲେ ଅନୁଷ୍କା ଏବଂ ପ୍ରିୟଙ୍କାଙ୍କ ଓ୍ବେଡିଂ ପ୍ଲାନିଂ

ବଲିଉଡ୍‌ର ସେଲିବ୍ରିଟିଙ୍କ ବିବାହ ପ୍ରସଙ୍ଗ ଉଠିବ ତ ଅନୁଷ୍କା ଏବଂ ପ୍ରିୟଙ୍କାଙ୍କ ନାଁ ଚର୍ଚ୍ଚା ପରିସରକୁ ଆସିବ। ଅନୁଷ୍କା ଶର୍ମା-ବିରାଟ କୋହଲି ଇଟାଲୀରେ ବିବାହ କରିଥିବାବେଳେ...

ୟୁଟ୍ୟୁବରେ ରିଲିଜ ହେବ ଇରଫାନଙ୍କ ଫିଲ୍ମ

ନୂଆଦିଲ୍ଲୀ,୨।୭: ସ୍ବର୍ଗତ ବଲିଉଡ ଅଭିନେତା ଇରଫାନ ଖାନଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର। ଏହି ଅଭିନେତାଙ୍କ ରିଲିଜ ହୋଇ ନ ଥିବା ଫିଲ୍ମ ‘ଦୁବାଇ ରିଟର୍ନ’...

ସୁଶାନ୍ତଙ୍କ ହାତ ଛାଡ଼ି ଏବେ ବିକ୍କିଙ୍କ ପ୍ରେମରେ ଅଙ୍କିତା, ଅଗଷ୍ଟରେ କରିପାରନ୍ତି ବିବାହ

ମୁମ୍ବାଇ: ସୁଶାନ୍ତଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ଏବେ ଅଙ୍କିତା ଲୋଖଣ୍ଡେ ପୁଣି ଥରେ ପଡ଼ିଛନ୍ତି ପ୍ରେମରେ। ବ୍ୟବସାୟୀ ବିକ୍କି ଜୈନ୍‌ଙ୍କୁ ସେ ଡେଟ୍‌ କରୁଛନ୍ତି।...

ପରଲୋକରେ ସ୍ବର ସମ୍ରାଜ୍ଞୀ

ମୁମ୍ବାଇ, ୭ ।୨: ଭାରତୀୟ ସଙ୍ଗୀତ ଦୁନିଆରେ ଘଟିଛି ଏକ ଯୁଗର ଅବସାନ। ୨୮ ଦିନ ଧରି କରୋନା ସହ ଲଢ଼େଇ ପରେ ସଙ୍ଗୀତର ସରସ୍ବତୀ...

ରାମାୟଣ ଦେଖୁଛନ୍ତି ତୈମୁର!

ମୁମ୍ବାଇ: ବଲିଉଡ୍ ଷ୍ଟାର କିଡ୍ ଭାବେ ତୈମୁର ଅଲ୍ଲି ଖାଁ ଅନେକଙ୍କର ପସନ୍ଦ । ଖୁବ୍ ଛୋଟ ହେଲେ ବି ସେ ଅନ୍ୟମାନଙ୍କ ପାଇଁ ଆକର୍ଷଣର...

ୟୁକ୍ରେନକୁ ୭୬ କୋଟି ଟଙ୍କାର ସହାୟତା ଦେଲେ ଅଭିନେତା

ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ରୁଷିଆ ସେନା କ୍ରମାଗତ ଭାବରେ ୟୁକ୍ରେନର ବିଭିନ୍ନ ସହରକୁ ଟାର୍ଗେଟ କରୁଛି। ଦୁଇ ଦେଶ...

କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର

ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି...

ଶୁଟିଂ ସେଟ୍‌ରେ ବିକି କୌଶଲ ଆହତ: ମୁହଁରେ ପଡ଼ିଛି ୧୩ ଷ୍ଟିଚ୍‌

ମୁମ୍ବାଇ,୨୦।୪: ସଞ୍ଜୁ ଓ ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌ ଭଳି ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିବା ଅଭିନେତା ବିକି କୌଶଲ ଏବେ ସଫଳତାର ପାହାଚ...

Advertisement
Archives

Model This Week