Posted inଖେଳ

ପଙ୍ଘାଲଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ଅମାନ (ଜୋର୍ଡାନ),୯।୩(ପି.ଟି.)- ବିଶ୍ୱ ଚାମ୍ପିୟନଶିପ ରୌପ୍ୟ ପଦକଧାରୀ ବକ୍ସର ଅମିତ ପଙ୍ଘାଲ ୫୨ କେଜି ଓଜନ ବର୍ଗରେ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ସୋମବାର କ୍ୱାର୍ଟର ଫାଇନାଲରେ ସେ ଫିଲିପାଇନ୍ସର କାର୍ଲୋ ପାଲମଙ୍କୁ ହରାଇ ଏସିଆନ କ୍ୱାଲିଫାୟର୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତିି। ଟପ୍‌ ସିଡ୍‌ ଭାରତୀୟ ବକ୍ସର ତଥା ଏସିଆନ ଗେମ୍ସ ଚାମ୍ପିୟନ ପଙ୍ଘାଲ ୪-୧ରେ ମ୍ୟାଚ୍‌କୁ ଜିତି ନେଇଥିଲେ। ଅନ୍ୟପକ୍ଷରେ ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ ସାକ୍ଷି ଚୌଧାରୀ (୫୭ କେଜି) ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବାରେ ବିଫଳ ହୋଇଛନ୍ତି। ୧୯ ବର୍ଷୀୟା ଚୌଧାରୀ ୦-୫ ବ୍ୟବଧାନରେ କୋରିଆର ଇମ ଏଜିଙ୍କଠାରୁ କ୍ୱାର୍ଟର ଫାଇନାଲରେ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫର୍ମୁଲା ଓ୍ବାନ୍‌ ଆୟୋଜନରୁ ଓହରିବନି ମେକ୍ସିକୋ ସିଟି

ମେକ୍ସିକୋ ସିଟି, ୯ା୮ (ଏଏଫ୍‌ପି)- ମେକ୍ସିକୋ ସିଟି ୨୦୨୨ ପର୍ଯ୍ୟନ୍ତ ଫର୍ମୁଲା ଓ୍ବାନ କାର୍‌ ରେସ୍‌ ଗ୍ରାଁ ପ୍ରି ଆୟୋଜନ ଜାରି ରଖିବ। ଶୁକ୍ରବାର ଇଣ୍ଟରନ୍ୟାଶନାଲ...

ଲାଞ୍ଚ ନେବା କଥା ସ୍ବୀକାର କଲେ ଜାମ୍‌ସେଦ

ଲଣ୍ଡନ,୧୧।୧୨(ଏଏଫ୍‌ପି)- ପାକିସ୍ତାନ ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ନାସିର ଜାମସେଦ ଫିକ୍ସିଂ କରିବା ପାଇଁ ଷଡଯନ୍ତ୍ରରେ ସାମିଲ ହୋଇଥିବା ସ୍ବିକାର କରିଛନ୍ତି। ସେ ଏଥିପାଇଁ ଲାଞ୍ଚ ମଧ୍ୟ...

ନେତୃତ୍ୱ ଭାଗବଣ୍ଟା, ନୂଆ କୋଚ୍‌ ନିଯୁକ୍ତି ନେଇ ନିଷ୍ପତ୍ତି ନେବ ପିସିବି

କରାଚୀ,୧୭।୭(ପି.ଟି.)- ବିଶ୍ୱକପ୍‌ରେ ସେମିଫାଇନାଲକୁ ଉଠିବାରେ ବିଫଳ ହେବା ପରେ ପାକିସ୍ତାନ କ୍ରିକେଟରେ ବ୍ୟାପକ ଅଦଳବଦଳ ହେବା ଆଶା କରାଯାଉଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ...

ମହିଳା ହକି ସିରିଜ: ଦ୍ୱିତୀୟ ମ୍ୟାଚ୍‌ରେ ହାରିଲା ଭାରତ

ଅକ୍‌ଲାଣ୍ଡ,୨୭।୧(ପି.ଟି.)- ଭାରତୀୟ ମହିଳା ହକି ଦଳ ୧-୨ ଗୋଲରେ ନ୍ୟୁଜିଲାଣ୍ଡଠାରୁ ଦ୍ୱିତୀୟ ମ୍ୟାଚ୍‌ରେ ପରାସ୍ତ ହୋଇଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ସାଲିମା ଟେଟେ ଏକମାତ୍ର...

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୪୨ ରନ୍‌…

ସିଡନୀ,୫।୧୧ : ଶନିବାର ଦିନ ସିଡନୀରେ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି-୨୦ବିଶ୍ୱକପର ୩୯ ତମ ମ୍ୟାଚ ଖେଳାଯାଉଛି। ଶ୍ରୀଲଙ୍କା ଟସ ଜିତି ବ୍ୟାଟିଂ କରିବାକୁ...

ଶ୍ରୀଲଙ୍କା-ଆଫଗାନିସ୍ତାନ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ, ୨୬ା୮: ଏସିଆ କପ୍‌ ଟି୨୦ କ୍ରିକେଟ ଶନିବାରଠାରୁ ଆରମ୍ଭ ହେବ। ଶ୍ରୀଲଙ୍କା ଓ ଆଫଗାନିସ୍ତାନ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ଅନ୍ୟ ଥର ତୁଳନାରେ...

ଗୋଆ, ତେଲଙ୍ଗାନା, ରାଜସ୍ଥାନ ସେମିରେ

ଅନୁଗୋଳ ଅଫିସ, ୫ା୧୧: ଅନୁଗୋଳ ସହର କଦମ ପଡ଼ିଆଠାରେ ବାଜି ରାଉତ କପ୍‌ ଜାତୀୟ ଫୁଟବଲ ଟୁର୍ନାମେଣ୍ଟର ୩ଟି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଶୁକ୍ରବାର ଅନୁଷ୍ଠିତ...

କିଟ୍‌ରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଦିବସ

ଭୁବନେଶ୍ୱର,୨୧ା୯ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଦିବସ ମଙ୍ଗଳବାର ସକାଳେ କିଟ୍‌-କିସ୍‌ ଆଥଲେଟିକ୍ସ ଷ୍ଟାଡିୟମରେ କିଟ୍‌-ଓ କିସ୍‌ର କ୍ରୀଡ଼ା ଛାତ୍ରମାନଙ୍କ ମଧ୍ୟରେ ପାଳିତ ହୋଇଯାଇଛି।...

Advertisement
Archives

Model This Week