Posted inଜାତୀୟ

ପଛକୁ ଘୁଞ୍ଚିଲା ଚାଇନା

ନୂଆଦିଲ୍ଲୀ,୯।୬: ଭାରତ ଓ ଚାଇନା ପୂର୍ବ ଲଦାଖର କେତୋଟି ସ୍ଥାନରେ ମୁତୟନ ଥିବା ସେନାଙ୍କ ସଂଖ୍ୟାକୁ କମାଇ ଦେଇଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଚାଇନାର ପିପୁଲ୍ସ ଲିବରେଶନ ଆର୍ମି ଗଲଓ୍ବାନ ଅଞ୍ଚଳରେ ପାଟ୍ରୋଲିଂ ପଏଣ୍ଟ ୧୫ ଓ ହଟ୍‌ ସ୍ପ୍ରିଙ୍ଗ ଅଞ୍ଚଳରେ ତା’ର ସେନା ଓ ଯୁଦ୍ଧ ବାହାନକୁ ୨.୫ କିଲୋମିଟର ପଛକୁ ନେଇ ଯାଇଛି। ଭାରତ ମଧ୍ୟ ତା’ର କିଛି ସୈନ୍ୟଦଳଙ୍କୁ ପଛକୁ ଘୁଞ୍ଚାଇ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଗଡ଼ରେ ବିକ୍ଷୋଭବେଳେ ଗୁଳିମାଡ଼

ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ଠାରେ ରବିବାର ସିଏଏ ବିରୋଧୀ ବିକ୍ଷୋଭ ହିଂସାତ୍ମକ ରୂପ ନେଇଛି। ପୋଡ଼ାଜଳା ଓ ଟେକାମାଡ଼ ପରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ...

ସୂତାଖିଅରେ ସରକାର

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ବିଧାୟକମାନେ ଇସ୍ତଫା ଦେବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି।...

କାଚ ଖାଇ ବଞ୍ଚୁଛନ୍ତି ଓକିଲ ବାବୁ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କାଚ ଖାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ନିଖୋଜ ବିମାନକୁ ଖୋଜିବେ ପର୍ବତାରୋହୀ

ଗୁଆହାଟି,୧୦।୬: ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ ନିଖୋଜ ହେବାର ୮ ଦିନ ବିତିଯାଇଥିଲେ ମଧ୍ୟ ଏବେ ପର୍ଯ୍ୟନ୍ତ ତା’ର ପତ୍ତା ମିଳିପାରିନାହିଁ। ସୋମବାର ପାଗ ଖରାପ...

ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨,୩୫୦ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କିନ୍ତୁ ୨,୩୫୦ ରୋଗୀ ସୁସ୍ଥ ହେବା...

ରୁଷିଆ ସହ ବଢିବ ସୁସମ୍ପର୍କ: ଫୋନ କରି ପୁଟିନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୭: ସମ୍ବିଧାନ ସଂଶୋଧନକୁ ନେଇ ରୁଷିଆରେ ହୋଇଥିବା ଭୋଟିଂରେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ବହୁମତ ମିଳିଛି ବୋଲି ବିଶେଷ ସୂତ୍ରରୁ ଜଣାପଡିବା ପରେ ଏହା ଏକ...

ମାନ୍ଦାବସ୍ଥାକୁ ଆର୍‌ବିଆଇ ବୁଷ୍ଟର

ମୁମ୍ବାଇ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ...

ଶହୀଦ ରତନଲାଲଙ୍କ ପରିବାରଙ୍କୁ ମିଳିବ ୧ କୋଟି, ଜଣେ ସଦସ୍ୟଙ୍କୁ ଚାକିରି: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ହିଂସାକାଣ୍ଡରେ ଏପର୍ଯ୍ୟନ୍ତ ୨୨ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ଆଉ କେତେକ ଲୋକ ଆହତ ହୋଇ ଏବେ ବି ହସ୍ପିଟାଲରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *