ପଞ୍ଚକ ବ୍ରତ ପାଳନ କରିବାର ତାତ୍ପର୍ଯ୍ୟ

ଧର୍ମମାସ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯାଇଥାଏ। ଏହି ବ୍ରତକୁ ଭୀଷ୍ମ ପଞ୍ଚକ ବ୍ରତ ମଧ୍ୟ କୁହାଯାଇଥାଏ। ମହାଭାରତରେ ଉଲ୍ଲେଖ ରହିଛି, ପିତାମହ ଭୀଷ୍ମ ଶରଶଯ୍ୟାରେ ଥିବା ବେଳେ ପଞ୍ଚୁ ପାଣ୍ଡବଙ୍କୁ ନୀତିଶିକ୍ଷା ଦେଇଥିଲେ। ଏହା ପରେ ଭୀଷ୍ମ ଏକ ପବିତ୍ର ସମୟରେ ଦେହତ୍ୟାଗ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। ସୂର୍ଯ୍ୟଙ୍କ ଉତ୍ତରାୟଣ ସମୟରେ ପ୍ରାଣତ୍ୟାଗ କଲେ ମୋକ୍ଷପ୍ରାପ୍ତି ହୋଇଥାଏ ବୋଲି ପ୍ରଭୁ ଶ୍ରୀକୃଷ୍ଣ କହିଥିଲେ। ଏଣୁ ଭୀଷ୍ମ ଏହି ଶୁଭ ମୁହୂର୍ତ୍ତକୁ ଅପେକ୍ଷା କରିଥିଲେ। ତେଣୁ ଏହାକୁ ଭୀଷ୍ମ ପଞ୍ଚକ ବ୍ରତ ଭାବରେ ସମସ୍ତେ ଜାଣିଥାନ୍ତି।

ଏହି ବ୍ରତ ପାଳନ କଲେ ୧ ହଜାର ଏକାଦଶୀ ବ୍ରତର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି। ହିନ୍ଦୁଧର୍ମରେ କାର୍ତ୍ତିକ ମାସରେ ନାରୀମାନେ ବଡି ଭୋର୍‌ରୁ ଉଠି ସ୍ନାନ ସାରି ଚଉରା ମୂଳେ ମୁରୁଜ ପକାଇଥାନ୍ତି। ବୃନ୍ଦାବତୀଙ୍କୁ ପୂଜା କଲେ କୋଟିଜନ୍ମର ପୁଣ୍ୟଫଳ ମିଳେ ବୋଲି ପୁରାଣରେ ବର୍ଣ୍ଣିତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri