Posted inଜାତୀୟ

ପଞ୍ଚମ ପର୍ଯ୍ୟାୟ ଝାଡ଼ଖଣ୍ଡ ଭୋଟ ଆଜି: ୨୩ରେ ଭୋଟଗଣତି

ରାଞ୍ଚି,  ୨୦।୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭାର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ ଲାଗି ୨୦ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୬ଟି ଆସନ ଲାଗି ଭୋଟଗ୍ରହଣ କରାଯିବାକୁ ଥିବାବେଳେ ମଇଦାନରେ ୨୯ ମହିଳାଙ୍କୁ ମିଶାଇ ମୋଟ ୨୩୭ ପ୍ରାର୍ଥୀ ରହିଛନ୍ତି। ହେଭିଓ୍ବେଟ୍‌ଙ୍କ ମଧ୍ୟରେ ଅଛନ୍ତି ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେମନ୍ତ ସୋରେନ୍‌, ୩ ମନ୍ତ୍ରୀ ରାଜ୍‌ ପଲିଓ୍ବାର, ଲୋଇସ୍‌ ମାରାଣ୍ଡି, ରଣଧୀର ସିଂ ପ୍ରମୁଖ। ଭୋଟ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ନିର୍ବାଚନମଣ୍ଡଳୀଗୁଡ଼ିକରେ ୪୦ ହଜାରରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ସକାଳ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ରାଜ୍ୟ ବିଧାନସଭା ଭୋଟ ଶେଷହେବା ପରେ ୨୩ରେ ଭୋଟଗଣତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ପୂର୍ବାନୁମାନ ଏବେ ହେଉଛି କଷ୍ଟକର, ଆଇଏମ୍‌ଡି ନିର୍ଦ୍ଦେଶକ କହିଲେ ଏହାର କାରଣ…

ନୂଆଦିଲ୍ଲୀ, ୭।୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ପାଣିପାଗ ଘଟଣାଗୁଡ଼ିକର ସଠିକ ପୂର୍ବାନୁମାନ କରିବାରେ ଏଜେନ୍ସିଗୁଡିକ ଅସଫଳ ରହୁଛନ୍ତି। ଜଳବାୟୁ ପରିବର୍ତ୍ତନ ସ୍ଥିତି ପୂର୍ବାନୁମାନର...

ତେଜସ୍ବୀଙ୍କଠାରୁ ଅଲଗା ହୋଇନାହାଁନ୍ତି ତେଜପ୍ରତାପ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବ ଓ ତେଜସ୍ବୀ ଯାଦବଙ୍କୁ ନେଇ ନାନା...

ଦିଲ୍ଲୀ ପହଞ୍ଚିଲା ୟୁକ୍ରେନରୁ ଆସିଥିବା ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ, ଯାତ୍ରୀଙ୍କୁ ସ୍ୱାଗତ କଲେ ସିନ୍ଧିଆ

ନୂଆଦିଲ୍ଲୀ,୨୭ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଛି । ରବିବାର ଭୋର...

ଭାଜପାର ଘୋଷଣାପତ୍ର: ୨୦ ଲକ୍ଷ ନିଯୁକ୍ତି- ଝିଅଙ୍କୁ ମାଗଣା ସ୍କୁଟି…

ଅହମଦାବାଦ,୨୬।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଭାଜପା ଘୋଷଣାପତ୍ର ପ୍ରକାଶ ପାଇଛି। ରାଜ୍ୟରେ ପ୍ରାୟ ତିନି ଦଶନ୍ଧି ଧରି ଶାସନ କରିଆସୁଥିବା ଭାରତୀୟ ଜନତା...

ଆଜାଦଙ୍କ ମନ୍ତବ୍ୟ ନେଇ କଂଗ୍ରେସ କହିଲା ପାଗ ବଦଳି ଯାଇଛି…

ନୂଆଦିଲ୍ଲୀ, ୧୪।୯ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଠାରୁ ଅଲଗା ହେବା ପରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ନୂଆ...

ୟୁପିରେ କନଷ୍ଟେବଳଙ୍କୁ ପିଟି ହତ୍ୟା

କାସ୍‌ଗଞ୍ଜ, ୧୧।୨: ମଦ ମାଫିଆ କିଙ୍ଗ୍‌ପିନ୍‌ଙ୍କୁ ଓ୍ବାରେଣ୍ଟ ଦେବାକୁ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତରପ୍ରଦେଶର କାସ୍‌ଗଞ୍ଜ ଜିଲା ଅନ୍ତର୍ଗତ ଏକ ଗ୍ରାମକୁ ଯାଇଥିବା ପୋଲିସ ଟିମ୍‌ ଉପରେ...

ନୌସେନାରେ ସାମିଲ ହେଲା ସ୍ବଦେଶୀ ଆଏନଏସ୍‌ ବିକ୍ରାନ୍ତ

କୋଚି,୨।୯: ଭାରତୀୟ ନୌସେନା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ପ୍ରଥମ ସ୍ବଦେଶୀ ବିମାନବାହକ ଯୁଦ୍ଧପୋତ ଆଇଏନଏସ୍‌ ବିକ୍ରାନ୍ତକୁ ନୌସେନାରେ ସାମିଲ କରାଯାଇଛି। କୋଚିଠାରେ ଥିବା...

ଚାଇନିଜ ହାଜତରେ ଇଲେକ୍ଟ୍ରିକ୍‌ ଶକ ଦିଆଯାଉଥିଲା

ନୂଆଦିଲ୍ଲୀ,୧।୨: ଅରୁଣାଞ୍ଚଳ ପ୍ରଦେଶର ନିଖୋଜ ନାବାଳକ ସୋମବାର ସନ୍ଧ୍ୟାରେ ତାଙ୍କ ପରିବାର ପାଖକୁ ଫେରିଛନ୍ତି। ତାଙ୍କୁ ଚାଇନିଜ ଆର୍ମି ଅପହରଣ କରି ନେଇଥିଲା। ତାରୋନଙ୍କ ଘର...

Advertisement
Archives

Model This Week