ପଞ୍ଚସଖା ପଡ଼ିଆରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ବକୁଳ ବନ ସ୍ଥିତ ପଞ୍ଚସଖା ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସମୁହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ବିଡିଓ ସରୋଜ କୁମାର ଦତ୍ତ, ଆଇଆଇସି ଦେବୀ ପ୍ରସାଦ ପାତ୍ର, ଡ଼ାକ୍ତର ବିଶ୍ବଜିତ ମିଶ୍ର, ଜିଲା ପରିଷଦ ସଭ୍ୟ ପ୍ରମୁଖ ଉପସ୍ଥିତ ରହି କରୋନା ସଚେତନତା ବାର୍ତ୍ତା ଦେଇଥିଲେ। ଏହି ଅବସରରେ କରୋନା ଯୋଦ୍ଧା ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଅଙ୍ଗନଓ୍ବାଡି, ଆଶା, ପୋଲିସ, ସ୍ବାସ୍ଥ୍ୟ କର୍ମୀ ଓ ସ୍ବେଚ୍ଛାସେବୀ ମାନେ ଏହି କାର୍ଯ୍ୟକ୍ରମ୍‌ରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?