Posted inଜାତୀୟ

ପଞ୍ଚାୟତର ତାଲିବାନୀ ନ୍ୟାୟ: ପ୍ରେମିକଙ୍କୁ ପ୍ରେମିକାଙ୍କ ଦ୍ୱାରା ଚପଲରେ ପିଟାଇଲେ; ଛେପ ଚାଟିବାକୁ ଦେଲେ ଆଦେଶ

ଭାଗଲପୁର,୨୯।୬: ବିହାର ସୁପୌଲରେ ତ୍ରିବେଣୀଗଞ୍ଜର ଥଲହା ଗାଢ଼ିୟା ଉତ୍ତର ପଞ୍ଚାୟତରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଗାଁ ପଞ୍ଚାୟତ ଜଣେ ପ୍ରେମିକଙ୍କୁ ପ୍ରେମିକାଙ୍କ ଦ୍ୱାରା ଚପଲରେ ପିଟାଇବା ସହିତ ତାଙ୍କୁ ଛେପ ଛାଟିବାକୁ ବାଧ୍ୟ କରାଯାଇଛି। ସ୍ଥାନୀୟ ବଲଜୋରା ସ୍ଥିତ ଖୋରିଆ ମିଶନରେ ଏହି ଘଟଣା ଘଟିଛି। ପଞ୍ଚାୟତ ଏହି ପ୍ରେମ ମାମଲାର ବିଚାର କରି ଯୁବକ ଅଭିଷେକଙ୍କୁ ମାଡ଼ ମାରିବା ସହିତ ଜରିମାନା ବାବଦରେ ତାଙ୍କ ମୋବାଇଲ ଫୋନ୍‌ ଛଡାଇ ନେଇଛନ୍ତି। ପଞ୍ଚାୟତର ଏହି ତାଲିବାନୀ ବିଚାର ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଅଭିଷେକଙ୍କୁ ଚପଲରେ ପିଟୁଥିବା ଯୁବତୀଙ୍କ ପରିବାର ସଦସ୍ୟଙ୍କୁ ପୋଲିସ ପଚରା ଉଚରା ଆରମ୍ଭ କରିଛି। ତେବେ ଦୁହେଁ ବିବାହ କରିବାକୁ ଚାହୁଁଥିବା ପୋଲିସ କହିଛି। ସ୍ଥାନୀୟ ବଜାରରେ ଦୁହେଁ ପରସ୍ପରକୁ ଭେଟିବାକୁ ଯାଇଥିବାବେଳେ ପଞ୍ଚାୟତର କିଛି ଲୋକ ସେମାନଙ୍କୁ ଧରି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେପି ଛାଡିଲେ ତେଜ୍‌ବାହାଦୂର ଯାଦବ: ଭାଜପା ସହିତ ମେଣ୍ଟ ହରିୟାଣାବାସୀଙ୍କ ସହିତ ବିଶ୍ୱାସଘାତକତା

ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଭାଜପା ଜେଜେପି ସହିତ ମେଣ୍ଟ ସରକାର ଗଠନକୁ କଡ଼ା ସମାଲୋଚନା କରିଛନ୍ତି ତେଜ୍‌ବାହାଦୂର ଯାଦବ । ଏହାକୁ ବିରୋଧ କରି ସେ ଜେଜେପି...

କାନ୍ଥରେ ଲେଖାଯାଉଛି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ଲୋଗାନ

ଲକ୍ଷ୍ନୌ,୮।୮: ଉତ୍ତର ପ୍ରଦେଶର ବାରାଣାସୀର ସିଗ୍ରା ପୋଲିସ ଷ୍ଟେଶନ ପରିସରରେ ଥିବା କାନ୍ଥରେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ଲୋଗାନ ଲେଖାଯାଇଛି। ଏହି ଘଟଣାରେ ସିଗ୍ରା...

ଚାଇନା-ପାକିସ୍ତାନ ତିକ୍ତତା ମଧ୍ୟରେ ପଞ୍ଜାବ ସୀମାରେ ଭାରତ ନିୟୋଜିତ କଲା ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ,୨୧ ।୧୨: ଆକାଶ ମାର୍ଗରେ ଆକ୍ରମଣ ଆଶଙ୍କା କରି ଦେଶ ତା’ର ପ୍ରଥମ ଏୟାର ଡିଫେନ୍ସ ସିଷ୍ଟମକୁ ପଞ୍ଜାବ ସୀମାରେ ନିୟୋଜିତ କରିଛି । ଭାରତୀୟ...

ଜମି ପାଇଁ ଅଟକି ରହିଛି ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ…

ନୂଆଦିଲ୍ଲୀ, ୨।୮: ଆବଶ୍ୟକ ଜମି ନ ମିଳିବାରୁ ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଅଟକି ରହିଛି। ଲୋକ ସଭାରେ ସୋମବାର କେନ୍ଦ୍ରୀୟ ଶିକ୍ଷା...

ବାବରୀ ମସଜିଦ୍‌ ଭଙ୍ଗା ମାମଲା: କଲ୍ୟାଣ ସିଂଙ୍କ ସମେତ ଭାଜପାର ଅନ୍ୟ ୧୩ ନେତାଙ୍କ ଉପରେ ସିବିଆଇ ନଜର

ନୂଆଦିଲ୍ଲୀ,୧୦।୯: କଲ୍ୟାଣ ସିଂ ରାଜ୍ୟପାଳ ପଦ ଛାଡ଼ିବା ପରେପରେ ଏବେ ତାଙ୍କ ଉପରେ ସଙ୍କଟ ଦେଖାଦେଇଛି। ବାବରୀ ମସଜିଦ୍‌ ଭଙ୍ଗା ମାମଲାରେ କଲ୍ୟାଣ ସିଂଙ୍କ ସମେତ...

ନିର୍ବାଚନ ଫଳାଫଳ ଘୋଷଣା ପରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ଅଣ-ସବସିଡ୍‌ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ରୋଷେଇ ଘରେ ମହଙ୍ଗାମାଡ଼ ହୋଇଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର କିଛି ଘଣ୍ଟା ମଧ୍ୟରେ ଅଣ-ସବସିଡ୍‌ ସିଲଣ୍ଡର ଦାମରେ...

ଦେଶରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୪ ନୂଆ...

କ୍ଷମା ମାଗିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ

ନୂଆଦିଲ୍ଲୀ,୧୯ ।୧୨: କଂଗ୍ରେସ ଦଳର ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ପୁଅ ବିବେକ ଡୋଭାଲଙ୍କୁ କ୍ଷମା ମାଗିଛନ୍ତି...

Advertisement
Archives

Model This Week