ପଞ୍ଚାୟତସ୍ତରୀୟ ପ୍ରଧାନ ଶିକ୍ଷକ ବୈଠକ

କୋମନା,୨୨।୯(ଡି.ଏନ.ଏ.)
ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗ୍ରାମପଞ୍ଚାୟତସ୍ତରୀୟ ପ୍ରଧାନ ଶିକ୍ଷକମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲଖନା ପଞ୍ଚାୟତ ସରପଞ୍ଚ ସୋନପତି ଜଏନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଓ୍ବାର୍ଡମେମ୍ବରମାନେ ଜୋଗଦାନ କରିଥିଲେ। ଏଥିରେ ବିଦ୍ୟାଳୟ ଉନ୍ନତି ବିଷୟରେ ଆଲୋଚନା କରାଯିବା ସହ ସମସ୍ତେ ସମୟାନୁବର୍ତ୍ତୀ ହୋଇ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷାଦାନ କରିବାକୁ ପରାମର୍ଶ କରାଯାଇଥିଲା। ଲଖନା ସ୍କୁଲ ପ୍ରଧାନ ଶିକ୍ଷକ ଧନକୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

ଗମନାଗମନରେ ଘୋଡ଼ାଘାଟ ନଦୀ ସାଜିଛି ବାଧକ: ଲୋକେ ହନ୍ତସନ୍ତ

ନୂଆପଡ଼ା,୭ା୫ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୁଲାଭାଟ ପଞ୍ଚାୟତ ଭଇଷାଦାଦର ଗଁାର ବରପଦର ପଡ଼ାବାସୀଙ୍କ ଗମନାଗମନରେ ଘୋଡ଼ାଘାଟ ନଦୀ ବାଧକ ସାଜିଛି। ବରପଦର ପଡ଼ାରେ ୨୦ରୁ ଊର୍ଦ୍ଧ୍ୱ…

ପ୍ରାକୃତିକ ନୁହେଁ, ମନୁଷ୍ୟକୃତ ମରୁଡ଼ି: ଧାନଚାଷ ଉଜୁଡିଯିବା ଘଟଣାରେ…

ନୂଆପଡ଼ା,୬ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ପତୋରା ଅପରଜୋଙ୍କ ଜଳସେଚନ ପ୍ରକଳ୍ପରେ ପାଣି ଶୁଖି ଧାନଚାଷ ଉଜୁଡିଯିବା ଘଟଣାକୁ ନେଇ ମଙ୍ଗଳବାର ବିଜେଡିର ରାଜ୍ୟସ୍ତରୀୟ ଦଳ…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାରରେ ରାଜ୍ୟରେ ଷଷ୍ଠ ସ୍ଥାନରେ ନୂଆପଡ଼ା, ଜିଲା ଟପ୍ପର ହେଲେ ପୁନମ

ନୂଆପଡ଼ା,୩।୫(ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚଳିତ ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ୯୭.୮୭ ପ୍ରତିଶତ ପାସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri