ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ମହାସଂଘର ଧାରଣା

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତସ୍ଥ ମଦର ଟେରେସା ମହିଳା ମହାସଂଘ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୨ ଦଫା ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା ା ତେବେ ବ୍ଲକ ଉପାଧ୍ୟକ୍ଷାଙ୍କ ପ୍ରତିନିଧି ଘଟଣା ସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନାଯୋଗ୍ୟ, ମହାସଂଘର ଆୟବ୍ୟୟ ହିସାବ ବର୍ଷ ବର୍ଷ ଧରି ହେଉ ନ ଥିବା ଓ ସଂଘର ପରିଚାଳନା, ନେତୃତ୍ୱରେ ସମସ୍ୟା ଦେଖାଦେଇଥିବା ଭଳି ବିଭିନ୍ନ ଦାବି ନେଇ ଜୁଲାଇ ୩୧ରେ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ୭ ଦିନ ମଧ୍ୟରେ ସମାଧାନ ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ସଭ୍ୟାମାନେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri