ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାନ ନିରୂପଣ ଦାବିରେ ଚାଲିଥିବା ଅନଶନ ପ୍ରତ୍ୟାହୃତ

ବନ୍ତ, ୬।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢୀ ଗ୍ରାମବାସୀ ଗୁରୁବାରଠାରୁ ଅସ୍ଥାୟୀ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ପ୍ରତିଶ୍ରୁତି ପରେ ଶୁକ୍ରବାର ଗ୍ରାମବାସୀ ଅନଶନ ଭଙ୍ଗିଛନ୍ତି। ଅନଶନର ଦ୍ୱିତୀୟ ଦିନରେ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା ଓ ବିଡିଓ ରେବିକା ବିଲୁଙ୍ଗ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ସେମାନେ ଚାହୁଁଥିବା ସ୍ଥାନରେ ଖୁବ୍‌ଶୀଘ୍ର ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ପାଇଁ ଫଳକ ତିଆରି ହେବ ବୋଲି ପ୍ରତିଶ୍ରୁତି ଦେବା ପରେ ଅନଶନ ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁର୍ଡା ଗୁଳିକାଣ୍ଡ ରହସ୍ୟ ଉନ୍ମୋଚିତ: ଡକାୟତି ପାଇଁ ହତ୍ୟା, ତାନ୍ତ୍ରିକ ବାବା ସମ୍ପୃକ୍ତ

ବରଗଡ଼ ଅଫିସ, ୨୯।୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଗତ ୯ ତାରିଖ ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଓ ହତ୍ୟା ଘଟଣାର...

ଦୁଇବର୍ଷର ଶିଶୁପୁତ୍ରକୁ ଶେଯରେ ଶୁଆଇ ଜୀବନ ହାରିଲେ ଶିକ୍ଷୟିତ୍ରୀ

କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଓସ୍ତପଙ୍ଗା ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ରହୁଥିବା ଭଡ଼ା ଘରେ ରଶି ଲଗାଇ ଆତ୍ମହତ୍ୟା କରିବା ଘଟଣା...

ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ...

ପୁରୀରୁ ପୁଣି ୧୬କରୋନା ପଜିଟଭ୍‌ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ...

ଖାସି ମୁଣ୍ଡ ପାଇଁ ଜୀବନ ହାରିଲେ ମହିଳା

ପାଟଣା,୫।୫(ସ୍ବ.ପ୍ର.)- ଖାସି ମୁଣ୍ଡ କିଣି ନ ଆଣିବାରୁ ରବିବାର ବିଳମ୍ବିତ ରାତିରେ ଜଣେ ମହିଳା ଆତ୍ମହତ୍ୟା କରିବା ଘଟଣା କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ...

ପାଟ୍ରୋଲିଂ ବେଳେ ଟ୍ରକ୍‌ ସହ କେନ୍ଦୁପତ୍ର ଜବତ, ଚାଳକ ଫେରାର

ଜମନକିରା, ୧୨।୭: ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ବନଖଣ୍ଡ ବନବିଭାଗ ପକ୍ଷରୁ ଷଣ୍ଢପଥରଠାରୁ କଦଳୀପାଳ ମଧ୍ୟରେ ପାଟ୍ରୋଲିଂ ଚାଲିଥିବା...

ବରୀରେ ବନ୍ୟା: ଫସଲ ନଷ୍ଟ ହେବା ଆଶଙ୍କା

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର/ଡି.ଏନ୍‌.ଏ.)- ବରୀ ଅଞ୍ଚଳ ଦେଇ ବ୍ରାହ୍ମଣୀ, ବିରୂପା, ଖରସ୍ରୋତା ଶାଖା ତନ୍ତୀଘାଇ ଏବଂ ଦୁଧେଇ ନଦୀ ପ୍ରବାହିତ ହୋଇଛି। ସୋମବାର ଏସବୁ ନଦୀରେ ବନ୍ୟାଜଳ ଆସିଛି।...

ବଧୂ ନିର୍ଯାତନା: ସ୍ବାମୀ, ଶ୍ୱଶୁରଙ୍କ ବିରୋଧରେ ଅଭିଯୋଗ

ରଘୁନାଥପୁର,୧୬।୩ (ଡି.ଏନ.ଏ.): ସ୍ବାମୀ ଓ ଶ୍ୱଶୁରଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ବଧୂ କିଶନନଗର ଥାନା ଅନ୍ତର୍ଗତ କଲରାବାଙ୍କ ଫାଣ୍ଡିରେ ରାବିବାର ଅଭିଯୋଗ କରିଛନ୍ତି। ମହିଳା...


Coronavirus Update

Archives

Model This Week

Why Dharitri