ପଞ୍ଚାୟତ ପୃଥକାବାସ ଶୌଚାଳୟ ଭାଙ୍ଗିଲେ ଦୁର୍ବୃତ୍ତ

ଲୋଇସିଂହା, ୨୯।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ପକ୍ଷରୁ ଭାଲୁପାଲି ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରୋନା ଭାଇରସ ମୁକାବିଲା ପାଇଁ ପୃଥକାବାସ କେନ୍ଦ୍ର କରାଯାଇଛି । ଏଠାରେ ନିର୍ମାଣ ଚାଲିଥିବା ଶୌଚାଳୟକୁ କେତେକ ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ନେଇ ସ୍ଥାନୀୟ ସରପଞ୍ଚ ଉର୍କୁଲୀ ଧରୁଆ ଲୋଇସିଂହା ଥାନାରେ ଶନିବାର ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଥାନାରେ ଏକ ମାମଲା (ନଂ.୧୦୫/୨୦) ରୁଜୁ ପୋଲିସ ଅଧିକ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri