Posted inଜାତୀୟ

ପଞ୍ଚ ନ୍ୟାୟାଧୀଶ: ଦେଶକୁ ବାନ୍ଧିଲେ ଏକତା ରଜ୍ଜୁରେ

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟାକୁ ନେଇ ଐତିହାସିକ ରାୟ ପ୍ରକାଶ ପାଇଛି। ଦୀର୍ଘ ଦିନ ଧରି ଲାଗିଥିବା ସମସ୍ୟାର ଅନ୍ତ ଘଟିଛି। ଦେଶରେ ପୁଣି ସୃଷ୍ଟି ହୋଇଛି ଶାନ୍ତିର ବାତାବରଣ। ଦେଶବାସୀଙ୍କୁ ଏକତା ରଜ୍ଜୁରେ ବାନ୍ଧିଥିବା ପଞ୍ଚ ନ୍ୟାୟଧୀଶ ସବୁଦିନ ପାଇଁ ଦେଶର ଇତିହାସରେ ନ୍ୟାୟପାଳିକା ରାୟକୁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ କରିଛନ୍ତି। ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ବିଚାରପତି ଏସ.ଏ. ବୋବ୍‌ଦେ, ବିଚାରପତି ଧନଞ୍ଜୟ ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ବିଚାରପତି ଏସ. ଅବଦୁଲ ନଜିର୍‌ଙ୍କୁ ନେଇ ଗଠିତ ୫ ଜଣିଆ ଖଣ୍ଡପୀଠ ୪୦ ଦିନ ଧରି ଏହି ମାମଲାର ଶୁଣାଣି କରିଥିଲେ। ଏହାପରେ ସମସ୍ତ ବିଚାରପତିଙ୍କ ମଧ୍ୟରେ ସହମତି କ୍ରମେ ଐତିହାସିକ ରାୟ ପ୍ରକାଶ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଦୟନିଧିଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୨୨।୯: ‘ସନାତନ ଧର୍ମ’ ଉପରେ ଦେଇଥିବା ମନ୍ତବ୍ୟ ମାମଲାରେ ସୁପ୍ରିମକୋର୍ଟ ତାମିଲନାଡୁ ସରକାରୀରେ ମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ନୋଟିସ ଜାରି କରିଛନ୍ତି।...

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ୪୦ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୩।୮(କୁଲଦୀପ ସିଂ): ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ସ୍କୁଲର ୪୦ ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ସକାଳେ ଛାତ୍ରୀଛାତ୍ରମାନେ...

ବଙ୍ଗୋପସାଗରରେ ଭୂକମ୍ପ

ନୂଆଦିଲ୍ଲୀ,୧୧ା୯: ଦେଶ ହେଉ କିମ୍ବା ବିଦେଶରେ ପ୍ରତିଦିନ ଭୂକମ୍ପ ହେଉଥିବାର ଖବର ଆସୁଛି। ବର୍ତ୍ତମାନ ବଙ୍ଗୋପସାଗରରେ ଭୂକମ୍ପ ହୋଇଥିବା ଜାଣିବାକୁ ମିଳିଛି। ରବିବାର ବିଳମ୍ବିତ ରାତିରେ...

୫୦ ଔଷଧ କମ୍ପାନୀର ଲାଇସେନ୍ସ ରଦ୍ଦ…

ନୂଆଦିଲ୍ଲୀ,୧୩।୭ : ଔଷଧ ଉତ୍ପାଦନକାରୀ କମ୍ପାନୀଗୁଡିକ ବିରୋଧରେ ଭାରତ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏକ ବୈଠକରେ ଫାର୍ମାସ୍ୟୁଟିକାଲ...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ଗୁରୁଗ୍ରାମ,୩୧।୮- ୧୩ ବର୍ଷୀୟା ଦଳିତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ଏଭଳି ଘଟଣା ଘଟିଛି ଉତ୍ତର ଦିଲ୍ଲୀର ନରେଲା ଅଞ୍ଚଳରେ। ହତ୍ୟା ପରେ ମୃତଦେହକୁ...

ଭାଇଚାରା: ପାହାଡ଼ ଚଢ଼ି ଦେବବେଦୀଙ୍କ ମୂର୍ତ୍ତି ମନ୍ଦିରରେ ପହଞ୍ଚାଇଲେ ମୁସଲମାନ…

ନୂଆଦିଲ୍ଲୀ, ୬।୮ : ଜମ୍ମୁ-କଶ୍ମୀରର ଡୋଡାରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟର ଏକ ଉଦାହରଣ ଦେଖିବାକୁ ମିଳିଛି। ଏଠାରେ ମୁସଲମାନ ଲୋକମାନେ ମଧ୍ୟ ୭୦୦ କିଲୋଗ୍ରାମ ଓଜନ ବିଶିଷ୍ଟ...

ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍‌ଏ କହିଲା: ପ୍ରମାଣ କର, ନଚେତ୍‌ କ୍ଷମା ମାଗ

ନୂଆଦିଲ୍ଲୀ,୧୭।୧:ଫାର୍ମାସ୍ୟୁଟିକାଲ୍‌ କମ୍ପାନୀଗୁଡ଼ିକ ଅନୁଗ୍ରହ ଲାଭ ପାଇଁ ଡାକ୍ତରମାନଙ୍କୁ ମହିଳା ଯୋଗାଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ତଥାକଥିତ ମନ୍ତବ୍ୟ ଝଡ଼ ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କ...

୨ ଯୁବକଙ୍କ ମଧ୍ୟରେ ବାହାଘର

ହାଇଦ୍ରାବାଦ,୨୦।୧୨: ହାଇଦ୍ରାବାଦର ଦୁଇ ସମଲିଙ୍ଗୀ ଯୁବକ ଶନିବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ତେଲଙ୍ଗାନାରେ ଏହା ପ୍ରଥମ ସମଲିଙ୍ଗୀ ବିବାହ। ଅଭୟ ଡାଙ୍ଗେ(୩୪) ଏବଂ ସୁପ୍ରିୟୋ...

Advertisement
Archives

Model This Week