Posted inଖେଳ

ପଞ୍ଜାବକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର,୨୦ା୬, (ବିଜୟ ରଣା): ଚଳିତ ଜାତୀୟ ସିନିୟର ମହିଳା ଫୁଟ୍‌ବଲ ଚାମ୍ପିୟନଶିପ୍‌ ୨୦୨୩ରେ ଓଡ଼ିଶା ଏହାର ତୃତୀୟ ରାଉଣ୍ଡ ମ୍ୟାଚରେ ପଞ୍ଜାବକୁ ୫-୦ ଗୋଲ୍‌ରେ ପରାସ୍ତ କରିଛି। ପଞ୍ଜାବର ଗୁରୁନାନକ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଦଳ ପକ୍ଷରୁ ସତ୍ୟବତୀ ଖାଡ଼ିଆ (୩୬ତମ ଓ ୬୮ତମ) ଓ ସୁଭଦ୍ରା ସାହୁ (୪୭ତମ ଓ ୭୫ତମ) ଦୁଇଟି ଲେଖାଏଁ ଗୋଲ୍‌ ଦେଇଥିବା ଯଶୋଦା ମୁଣ୍ଡା (୧୨ତମ) ଗୋଟିଏ ଗୋଲ୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri