Posted inଜାତୀୟ

ପଞ୍ଜାବରେ ଚିହ୍ନଟ ହେଲେ ୨ କରୋନା ଭାଇରସ ସଂକ୍ରମିତ

ଅମୃତସର,୭।୩: ପଞ୍ଜାବ ହୋସିଆରପୁରରେ ଶନିବାର ଆଉ ୨ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅମୃତସରରେ ଥିବା ଗୁରୁ ନାନକ ଦେବ ହସ୍ପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ରମଣ ଶର୍ମା କହିଛନ୍ତି କରୋନା ଭାଇରସରେ ପୀଡିତ ଥିବା ବ୍ୟକ୍ତିଦ୍ୱୟ ମାର୍ଚ୍ଚ ୩ରେ ଇଟାଲିରୁ ଫେରିଥିଲେ। ଏହାପରେ ତାଙ୍କ ନିକଟରେ ଦେଖାଯାଇଥିବା କାଶ ଭଲ ନ ହେବାରୁ ନମୁନା ସଂଗ୍ରହ କରାଯାଇ ଟେଷ୍ଟ କରାଯିବା ପରେ ଏମାନେ କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିଛି। ଏବେ ଏମାନଙ୍କୁ ଆଇସୋଲେଶନ ଓ୍ବାର୍ଡରେ ଚିକିତ୍ସା କରାଯାଉଛି। ଶୁକ୍ରବାର ସୁଦ୍ଧା ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୩୩ ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୩ ମାସ ଅଟକ ରହିବେ ମେହବୁବା

ନୂଆଦିଲ୍ଲୀ, ୬ା୫: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତିଙ୍କୁ ପିଏସ୍‌ଏ ଅନୁଯାୟୀ ଅଟକ ରଖାଯାଇଥିବା ବେଳେ ମଙ୍ଗଳବାର ଏହାକୁ ଆଉ ୩...

କେରଳରେ ବନ୍ୟା,: ୧୪ ମୃତ, ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନସେବା ବନ୍ଦ

ଥିରୁଭାନନ୍ତପୁରମ୍‌, ୯।୮: କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର...

୪ ବର୍ଷ ପୂରିଲା ରାଷ୍ଟ୍ରପତି କୋବିନ୍ଦଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ(୭୬)ଙ୍କ କାର୍ଯ୍ୟକାଳକୁ ରବିବାର ୪ ବର୍ଷ ପୂରିଛି। ୪ ବର୍ଷରେ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୬୩ ବିଧେୟକକୁ ମଞ୍ଜୁରୀ...

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ...

‘କରୋନା ଏକ ଜୀବ, ତା’ର ବି ବଞ୍ଚିବାର ଅଧିକାର ରହିଛି’

ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବେ ଚର୍ଚ୍ଚାରେ ଅଛନ୍ତି। କରୋନା ଜୀବାଣୁ ଏକ ଜୀବ, ତାର ମଧ୍ୟ ବଞ୍ଚିବାର ମଧ୍ୟ ଅଧିକାର...

ନୂଆ କୃଷି ଆଇନରେ କ’ଣ ତ୍ରୁଟି ରହିଛି, ତାହା କହିବାକୁ କେହି ପ୍ରସ୍ତୁତ ନୁହନ୍ତି : କୃଷିମନ୍ତ୍ରୀ

ନୂଆଦିଲ୍ଲୀ, ୫ା୨- “ ନୂଆ କୃଷି ଆଇନରେ କ’ଣ ତ୍ରୁଟି ରହିଛି ? ଏହି ପ୍ରଶ୍ନ ବାରମ୍ବାର ପଚାରିଛି। ହେଲେ କେହି ଏହାର ଉତ୍ତର ଦେଉ...

କରୋନା ମାର୍ଗଦର୍ଶିକାକୁ ଫୁ, ରାଜଧାନୀର ବଜାର ପୁଣି ବନ୍ଦ…

ନୂଆଦିଲ୍ଲୀ,୫।୭: କରୋନା ମାର୍ଗଦର୍ଶିକାକୁ ପାଳନ ନ କରାଯିବାରୁ ରାଜଧାନୀ ଦିଲ୍ଲୀରେ ବଜାରକୁ ପୁଣି ବନ୍ଦ କରି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଦିଲ୍ଲୀରେ...

ଭାକ୍ସିନ୍‌ ବୋହିନେବ ଡ୍ରୋନ୍‌: ମିଳିଲା ମଞ୍ଜୁରୀ…

ହାଇଦ୍ରାବାଦ୍‌,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିିଛି। ଏପରିସ୍ଥଳେ ଭାକ୍ସିନ୍‌ ଯୋଗାଣ କାର୍ଯ୍ୟ ଡ୍ରୋନ୍‌ ଦ୍ୱାରା କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବିମାନ ଚଳାଚଳ...

Advertisement


Archives

Model This Week

Why Dharitri