ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ ସାରା ରାଜ୍ୟକୁ ସୋମବାରଠାରୁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ ସୋମବାର ଏହା ସମ୍ପୂର୍ଣ୍ଣ ଭାବେ ଫେଲ୍‌ ମାରିଛି। ଲକ୍‌ ଡାଉନ୍‌ ସମ୍ପର୍କରେ ତଥ୍ୟ ମିଳିବା ପରେ ଜଣାପଡିଥିଲା କି ଲୋକେ ବିଭିନ୍ନ ଜିନିଷ କିଣିବା ବାହାନାରେ ଏଣେ ତେଣେ ବୁଲୁଛନ୍ତି। ଏହାକୁ ଦେଖି ପଞ୍ଜାବ ସରକାର ରାଜ୍ୟରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରିଛନ୍ତି। ଏବେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରିବାରେ ପଞ୍ଜାବ ପ୍ରଥମ ରାଜ୍ୟ ପାଲଟି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

ପଶ୍ଚିମବଙ୍ଗ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

କୋଲକାତା,୧।୬: ସୋମବାର ପଶ୍ଚିମବଙ୍ଗରେ ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ଶୁଭେନ୍ଦୁଙ୍କ ଦଳରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ନେଇଥିଲେ। ଏଠାରେ ଉଲ୍ଲେଖନୀୟ ଯେ…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri