ପଞ୍ଜୀକରଣ କଲେଣି ୬୯୩୬ ପ୍ରବାସୀ ଓଡ଼ିଆ

ଏରସମା,୭ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଏବେ ଘରକୁ ଫେରିବାକୁ ତତ୍ପର ହୋଇଛନ୍ତି। ଏହିକ୍ରମରେ ମଙ୍ଗଳବାର ସୁଦ୍ଧା ଜଗତ୍‌ସିଂହପୁର ଜିଲା ଅଧୀନ ଏରସମା ବ୍ଲକର ୨୫ ପଞ୍ଚାୟତରୁ ମୋଟ ୬୯୩୬ ଜଣ ପ୍ରବାସୀ ଓଡ଼ିଆ ଘରକୁ ଫେରିବାକୁ ନାମ ପଞ୍ଜୀକରଣ କରିଛନ୍ତି। ବ୍ଲକ ଗ୍ରାମ ପଞ୍ଚାୟତ ଅଧିକାରୀଙ୍କଠାରୁ ଏହି ସୂଚନା ମିଳିଛି। ଏଥିରେ ଆମ୍ବିକିର ୪୦୩, ବଳେଇପୁରର ୨୬୫, ବାଲିତୁଠ ୧୬୧, ବାମଦେଇପୁର ୨୦୭, ଭିତରଅନ୍ଧାରୀ ୧୯୨, ଚଟୁଆ ୧୫୩, ଢିଙ୍କିଆ ୩୧୩, ଏରସମା ୧୮୧, ଗୋଡା ୬୨୦, ଗଡବିଶୁନିପୁର ୩୧୧, ଗଡହରିଶପୁର ୪୦୬, ଗଡକୁଜଙ୍ଗ ୧୩୩, ଜାନକାଦେଇପୁର ୩୩୯, ଜପା ୩୬୪, କୃଷ୍ଣଚନ୍ଦ୍ରପୁର ୫୨୧, କୁଞ୍ଜକୋଠି ୨୯୫, ନାରଦିଆ ୧୨୭, ନୂଆଡିହି ୩୪୦, ନୂଆଗଁ। ୧୬୭, ପଦ୍ମପୁର ୨୯୫, ପଏଦା ୨୨୬, ପଲିକଣ୍ଟା ୧୬୨, ପୋଖରିଆପଡା ୧୯୪, ସୋମପୁର ୪୦୨ ଓ ଜିରାଇଲୋର ୧୫୯ ଜଣଙ୍କ ନାମ ପଞ୍ଜୀକରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳକୁ ଡେଇଁଲା କରୋନା: ୨ ପଜିଟିଭ୍‌ ଚିହ୍ନଟ

କନ୍ଧମାଳ,୧୮ା୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କନ୍ଧମାଳ ଜିଲାରେ ୨ ଆକ୍ରାନ୍ତ ରହିଥିବା ବେଳେ କନ୍ଧମାଳ ନୂଆ କରୋନା...

ସାଇବର ଠକେଇ ଅଭିଯୋଗରେ ନାବାଳକ ଅଟକ

ଉମରକୋଟ, ୫।୩ସ୍ବ.ପ୍ର.): ପେନିୟର ବାୟ ବ୍ୟାଙ୍କ ନାମରେ ଲୋକଙ୍କୁ ଠକୁଥିବା ଜଣେ ସାଇବର ଠକଙ୍କୁ ଉମରକୋଟ ପୋଲିସ ଅଟକ ରଖିଛି। ସେ ଜଣେ ନାବାଳକ। ତାଙ୍କ...

ପଞ୍ଚାୟତ ସମ୍ମୁଖରେ ବୃଦ୍ଧାବୃଦ୍ଧଙ୍କ ଧାରଣା

କର୍ଲାମୁଣ୍ଡା,୨୨।୧୨(ଡି.ଏନ୍‌.ଏ.): ଆଧାର ସଂଯୋଗ ଓ କଓ୍ବୋଇସି ଅପ୍‌ଡେଟ ହୋଇ ପାରୁ ନ ଥିବାରୁ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଭତ୍ତା ଟଙ୍କା ଉଠାଇବା...

ଓଡ଼ିଶା ବନ୍ଦ ସଫଳ ପାଇଁ ନିବେଦନ

ଯାଜପୁର ଟାଉନ,୧୬ା୭(ଡି.ଏନ.ଏ.): ଭୁବନେଶ୍ୱର ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ୨ ସପ୍ତାହ ପୂରିବାକୁ ବସିଲାଣି। ମାତ୍ର ଏନେଇ ପୋଲିସ, ପ୍ରଶାସନ, କଲେଜ...

ବ୍ୟାଙ୍କରେ ଠକେଇ ଗୁଜବ

ଭଞ୍ଜନଗର,୬।୩(ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳର ଏକ ରାଷ୍ଟ୍ରାୟତ ବ୍ୟାଙ୍କରେ ଠକେଇ ହୋଇଥିବାନେଇ କିଛିଦିନ ହେବ ସୋସିଆଲ ମିଡ଼ିଆରେ ଗୁଜବ ହେଉଛି। ଲୋକେ ବ୍ୟାଙ୍କରେ ବନ୍ଧକ ରଖୁଥିବା ସୁନାରେ...

କେନ୍ଦ୍ରାପଡ଼ାରେ ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଶୋଭାଯାତ୍ରା ପାଇଁ ଅନୁମତି ନ ଦେବାରୁ ଉତ୍ତେଜନା

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ବିରୋଧ କରାଯାଇଛି। ସକାଳେ ସହରର ନୂଆ ଇଦ୍‌ଗାହ...

ନାବାଳିକାଙ୍କ ଝୁଲନ୍ତା ମୃତଦେହ ଜବତ

ବାଉଁଶୁଣୀ,୨୪ା୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ଅଁଳାପାଲି ପଞ୍ଚାୟତ ସାହୁପଡ଼ା ରଣାସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ବାଉଁଶୁଣୀ...

ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ...

Advertisement
Archives

Model This Week