ପଟାଟୋ ଏଗ୍‌ ବଲ୍ସ

ଆବଶ୍ୟକ ସାମଗ୍ରୀ
୫ଟି ଆଳୁ,୨ଟି ଅଣ୍ଡା,୨ଟି କଞ୍ଚାଲଙ୍କା ଛୋଟ ଆକରରେ କଟା ହୋଇଥିବା , ଦୁଇ ବଡ଼ ଚାମଚ ମଇଦା,୬ଟି ଛୋଟ ବ୍ରେଡ୍‌ କ୍ରମ୍ବସ,ସ୍ବାଦ ଅନୁସାରେ ଲୁଣ, ଲାଗି ଛାଣିବା ତେଲ ।
ପ୍ରସ୍ତୁତି ପ୍ରଣାଳୀ
ପ୍ରଥମେ ଆଳୁରୁ ଚୋପା ଛଡ଼ାଇ ଚକଟି ଦିଅନ୍ତୁ। ଏଥିରେ ଅଣ୍ଡା ଫଟାଇ ପକାନ୍ତୁ। ଏବେ ସେଥିରେ ମଇଦା,ବ୍ରେଡ୍‌ କ୍ରମ୍ବସ ,କଞ୍ଚାଲଙ୍କା ଓ ଲୁଣ ମିଶାନ୍ତୁ। ମିଡିୟମ ଆଞ୍ଚରେ ତେଲ ଗରମ ପାଇଁ ପ୍ୟାନ୍‌ ବସାନ୍ତୁ। ତେଲ ଗରମହେବା ମାତ୍ରେ ଏଥିରେ ଆଳୁର ବଲ୍ସ କରି ପ୍ୟାନ୍‌ରେ ପକାନ୍ତୁ। ସବୁ ବଲ ଗୋଲ୍‌ଡେନ୍‌ କଲର ହେବା ପର୍ଯ୍ୟନ୍ତ ରଖନ୍ତୁ। ତା’ପରେ ଏକ ପ୍ଲେଟ୍‌ରେ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ପଟାଟୋ ଏଗ୍‌ ବଲ । ଏହାକୁ ଏବେ ଟମାଟୋ କେଚ୍‌ଅପ୍‌ ଓ ପିଆଜ ସହ ସର୍ଭ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମରଣଶକ୍ତି ବଢ଼ାଇବାର ସହଜ ଉପାୟ

ସାଧାରଣତଃ ବୟସ ବଢ଼ିବା ସହ ସ୍ମରଣଶକ୍ତିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ଅପରପକ୍ଷରେ ମସ୍ତିଷ୍କଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଏପରି ଅସୁବିଧା ସୃଷ୍ଟି ହେବା ଆଶଙ୍କା ଥାଏ।...

କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ...

ଗର୍ଭାବସ୍ଥାରେ ଯକ୍ଷ୍ମା

ବର୍ତ୍ତମାନ ଭେଷଜ ବିଜ୍ଞାନର ଅଗ୍ରଗତି ଯୋଗୁ ଯକ୍ଷ୍ମାର ଅତ୍ୟାଧୁନିକ ଚିକିିସତ୍ା ସମ୍ଭବ ହୋଇପାରୁଛି ଓ ଅନେକ ଲୋକ ଆରୋଗ୍ୟ ମଧ୍ୟ ହେଉଛନ୍ତି ା ତଥାପି ବି...

ବିବାହକୁ ନେଇ ଚିନ୍ତିିତ କି: ଜାଣନ୍ତୁ କିପରି ହୋଇଥିବେ ପାର୍ଟନର

ସାଧାରଣତହଃ ବୈବାହିକ ଜୀବନକୁ ନେଇ ପ୍ରାୟ ସମସ୍ତେ ଚିନ୍ତିତ ଥାନ୍ତି। ବିବାହ ପୂର୍ବରୁ ସମସ୍ତେ ଏହି କଥା ଭାବିଥାନ୍ତି ଯେ ସେମାନଙ୍କ ପାର୍ଟନର କିପରି ହୋଇଥିବ।...

ଯଦି ଶାଶୁ ବୋହୂ କର୍ମଜୀବୀ…

କର୍ମଜୀବୀ ମହିଳାଙ୍କୁ ଘରକାମରେ ସବୁଠୁ ଅଧିକ ସହଯୋଗ କରିଥା’ନ୍ତି ସେମାନଙ୍କ ଶାଶୁ। ହେଲେ ଯେଉଁଠି ଶାଶୁ-ବୋହୂ ଉଭୟ କର୍ମଜୀବୀ, ସେଠି ଘରକାମ କରିବା ପାଇଁ ଚାଲିଥାଏ...

ମସଲା କୋଲ୍ଡଡ୍ରିଙ୍କ୍‌ସ

ଆବଶ୍ୟକ ସାମଗ୍ରୀ – କୋକ୍‌ ୨ ଗ୍ଲାସ୍‌, ଚାହାଗୁଣ୍ଡ ୧ ଚାମଚ, ଚାଟ୍‌ ମସଲା ୧ ଚାମଚ, ଅଳ୍ପ ପରିମାଣରେ ପୋଦିନା, ଲେମ୍ବୁ ୨ ଖଣ୍ଡ,...

କୋଲେଷ୍ଟରଲସ୍ତର କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ଅଧା କପ୍‌ ଗାଜର ରସ ପିଇଲେ ଅନେକ ଉପକାର ମିଳିଥାଏ। ଗାଜର ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ...

ସ୍ବା ସ୍ଥ୍ୟ ସୂ ଚ ନା

ପ୍ରତିଦିନ ବ୍ରେକ୍‌ଫାଷ୍ଟ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରଭୋଜନ ଠିକ୍‌ ସମୟରେ ଖାଆନ୍ତୁ। ସବୁଜ ପନିପରିବାରୁ ପ୍ରସ୍ତୁତ ଖାଦ୍ୟ ଯେତେ ଅଧିକ ଖାଇବେ ସେତେ ଭଲ। କାରଣ...

Advertisement
Archives

Model This Week