ପଟ୍ଟନାୟକିଆ ଟ୍ରିପଲ ମର୍ଡର ଘଟଣା ଫେରାର ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

ପୁରୀ ଅଫିସ,୨୦ା୭: ପୁରୁୀ-ଭୁବନେଶ୍ୱର ଜାତୀୟ ରାଜପଥ ସତ୍ୟବାଦୀ ଥାନା ପଟ୍ଟନାୟକିଆ ଛକରେ ଗତ ୧୪ତାରିଖରେ ଘଟିଥିଲା ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ, କୃଷ୍ଣ ଓ ଦାଦା ପୁଅ ଭାଇ ପଞ୍ଚୁଆଙ୍କୁ ଗୋଡାଇ ହାଣି ହତ୍ୟା କରିଥିଲେ। ପ୍ରଶାନ୍ତ ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସେମାନଙ୍କ ଜାମିନ ନାମଞ୍ଜୁର ହେବା ପରେ ଜେଲ ହାଜତକୁ ପଠାଇ ଦିଆଯାଇଛି ବୋଲି ପୋଲିସ କହିଛି। ଗିରଫ ଅଭିଯୁକ୍ତ ଠାରୁ ପୋଲିସ ବ୍ୟବହୃତ ମାରଣାସ୍ତ୍ର ଜବତ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅନ୍ୟ ୭ ଜଣ ଫେରାର ଅଛନ୍ତି। ଅଭିଯୁକ୍ତମାନେ ବାହାର ରାଜ୍ୟକୁ ଚାଲିଯାଇଛନ୍ତି। ପୋଲିସ ମୁତୟନ ରହିଛନ୍ତି ବୋଲି ଏସ୍‌ପି ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୮ନଂ କରୋନା ଆକ୍ରାନ୍ତ ଜଣେ ମହିଳା: ଲକ୍ଷଣ ନ ଥିଲେ ହେଁ ରିପୋର୍ଟ ଆସିଛି ପଜିଟିଭ୍‌, କିମ୍ସ କୋଭିଡ୍‌ ଡାକ୍ତରଖାନା ସ୍ଥାନାନ୍ତର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି।...

ତିନିମୁଣ୍ଡିଆରେ ଅଟକିଲା ରଥ

ପୁରୁଣା ଭୁବନେଶ୍ୱର,୧୦।୪(ଡି.ଏନ୍‌.ଏ.): ଅଶୋକାଷ୍ଟମୀ ଅବସରରେ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ନୀତିକାନ୍ତି ପରେ ଶ୍ରୀଲିଙ୍ଗରାଜ, ଭଉଣୀ ରୁକୁଣା ଦେବୀ, ପ୍ରଭୁ...

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍‌ ଜବତ

ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍‌ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ...

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମାନସ, ସୁଲତା, ସସ୍ମିତ

ଭୁବନେଶ୍ୱର, ୪ା୬(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ ବିଜେଡିର ୩ ପ୍ରାର୍ଥୀ ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର...

ନନ୍ଦନକାନନରେ ଅଣ୍ଡିରା ଧୂସର ଗଧିଆ ମୃତ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ନୀଳଗିରି ବାନର ଛୁଆ ମୃତ୍ୟୁ କରିଥିବାର ଦୁଇଦିନ ନ ପୂରୁଣୁ ଶନିବାର ଭୋରୁ ଏକ ଅଣ୍ଡିରା ଧୂସର...

ଫଳ ଭେଣ୍ଡିଂ ଜୋନ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ୧୭ ଦୋକାନ

ଭୁବନେଶ୍ବର,୨୪ା୧(ବ୍ୟୁରୋ):କଳ୍ପନା ଛକ ନିକଟ ମା’ ତାରିଣୀ ଭେଣ୍ଡିଂ ଜୋନରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧୭ରୁ ଊର୍ଦ୍ଧ୍ୱ ଫଳ ଦୋକାନ ପୋଡି...

ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା...

୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି

ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ...

Advertisement
Archives

Model This Week