ପଟ୍ଟାଙ୍ଗୀରେ ପୁଣି ବାଜି ମାରିଲା ବିଜେଡି

କୋରାପୁଟ, ୨୩।୫(ସ୍ବ.ପ୍ର.)- କୋରାପୁଟ ଜିଲା ଅଧୀନ ପଟ୍ଟାଙ୍ଗୀ ବିଧାନସଭା ଆସନକୁ ପୁଣିଥରେ ହାତେଇଛି ବିଜେଡି। ଏହି ଆସନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରିତମ ପାଢୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ରାମଚନ୍ଦ୍ର କାଡାମ୍‌ଙ୍କୁ ୪,୧୯୯ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ସେଥିରେ ବିଜେଡିର ପ୍ରିତମ ପାଢୀଙ୍କୁ ୫୦,୯୮୦, କଂଗ୍ରେସର ରାମଚନ୍ଦ୍ର କାଡାମ୍‌ଙ୍କୁ ୪୬,୭୮୧ ଏବଂ ଭାଜପାର ରାମଚନ୍ଦ୍ର ପାଙ୍ଗୀଙ୍କୁ ୨୫, ୬୪୫ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ୨ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି। ପ୍ରବଳ ବର୍ଷା ଯୋଗୁ ୧୨ଟି ଜିଲାରେ ୨ ଦିନ (ଆଜି ଓ ଆସନ୍ତାକାଲି)...

୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ...

ସବୁଠୁ ଉଚ୍ଚା ଥିଲା ଗୋପୀନାଥ ମନ୍ଦିର

ନୟାଗଡ଼ ଅଫିସ,୧୩ା୬: ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗାଁକୁ ନେଇଏବେ ସବୁଠି ଚର୍ଚ୍ଚା। ଗାଁର ବିଶାଳ ଗୋପୀନାଥ ମନ୍ଦିରର...

ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ

ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା...

ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ : ସରକାରୀ ସ୍କୁଲରେ ଇଂଲିଶ କହିବା ଶିଖିବେ ପିଲା

କଟକ ଅଫିସ, ୭ା୬:  ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କୁ ଇଂଲିଶରେ କହିବା (ସ୍ପୋକନ ଇଂଲିଶ) ଶିକ୍ଷା ଦିଆଯିବ। ଗତ ମାଟ୍ରିକ ପରୀକ୍ଷାରେ ୮୨ଟି ସ୍କୁଲର ଫଳାଫଳ...

୧୫ସୁଦ୍ଧା ବାହାରିପାରେ ବାଣିଜ୍ୟ, ବିଜ୍ଞାନ ଫଳ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ବର୍ତ୍ତମାନ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଖାତା ମୂଲ୍ୟାୟନ ବ୍ୟବସ୍ଥାକୁ ନେଇ ଚିନ୍ତାରେ ପଡିଯାଇଛି। ସିବିଏସ୍‌ଇ...

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର...

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଧାମନଗର,୨୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ...

Advertisement
Archives

Model This Week