ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯିବ। ଏ ନେଇ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଉକ୍ତ ସ୍କୁଲ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୩୬୭ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରାଯାଇଥିବା ମନ୍ତ୍ରୀ ସିଂ କହିଥିଲେ। ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେଲେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ ଅଞ୍ଚଳର ପିଲାମାନେ ଗୁଣାତ୍ମକ ଶିକ୍ଷା ଲାଭ କରିପାରିବେ ବୋଲି ମୁଖ୍ୟବକ୍ତା ସାହୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ବେହେରା, ଭ୍ରମରବର ବିଶ୍ୱାଳ, ସହକାରୀ ଶିକ୍ଷାଧିକାରୀ ପ୍ରଦୀପ ସାମନ୍ତରାୟ, ଗୋବିନ୍ଦ ଚନ୍ଦ୍ର ପରିଡା, ଚନ୍ଦ୍ରଭାନୁ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଟ୍ରାଫିକ ନିୟମରେ ଜରିମାନା ଆଦାୟ

ଧର୍ମଶାଳା,୪-୯(ଡି.ଏନ୍‌.ଏ.)- ଧର୍ମଶାଳା ଓ ଜେନାପୁର ଥାନା ପୋଲିସ ପକ୍ଷରୁ ଟ୍ରାଫିକ ନିୟମ ଭଙ୍ଗ କରୁଥିବା ବାଇକ୍‌ ଚାଳକଙ୍କଠାରୁ ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ମଙ୍ଗଳବାର ଜରିମାନା...

୧,୪୧୭ ଜଣଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଲା

ଛତ୍ରପୁର, ୫।୪(ଡି.ଏନ.ଏ. )- ବିଦେଶ ଓ ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲକୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୩୩୯ ବିଦେଶ ଫେରନ୍ତା...

ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ...

ଭାଙ୍ଗିଗଲାଣି ତନଖି ଫାଟକ ଗୃହ

ଛେଣ୍ଡିପଦା,୧୯।୯(ସ୍ବ.ପ୍ର.) – କାଠ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ବନାଞ୍ଚଳର ଉଗୀ-ଅନ୍ତୁଳିଆ ରାସ୍ତାରେ ଥିବା ତନଖି ଫାଟକ କାମରେ...

ବିଶୁଦ୍ଧ ପାନୀୟ ଜଳ ନାମରେ ଠକେଇ

ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି।...

କମୁନି ହାତୀ ଉପଦ୍ରବ: ପୁଣି ଜଣଙ୍କ ଜୀବନ ନେଲା

ସାରସକଣା,୩୦ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକର ଉମାଦେଇପୁର ପଞ୍ଚାୟତ ପାଣିଶୋଳ ଗ୍ରାମର ସନ୍ନ୍ୟାସୀ ମହାନ୍ତଙ୍କ ପୁଅ ଭବାନୀ ଶଙ୍କର ମହାନ୍ତ(୪୨)ଙ୍କ ହାତୀ ଆକ୍ରମଣରେ...

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ...

ଆମ୍ବ ତୋଟାରେ କ୍ୱାରାଣ୍ଟାଇନ୍‌

ପାତ୍ରପୁର,୧୨ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ଦେଶାରୀ ଗ୍ରାମର ପରିକ୍ଷୀତ ନାଇକ ନେଲୁରରୁ ଚାଲିଚାଲି ଗତ ଶୁକ୍ରବାର ଗ୍ରାମରେ ପହଞ୍ଚତ୍ଥିଲ। ଅଙ୍ଗନଓ୍ବାଡି କର୍ମୀ ତାଙ୍କୁ ନେଇ...

Advertisement
Archives

Model This Week