ଅକ୍ଲାଣ୍ଡ,୨୬।୧- ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ତା’ର ପ୍ରଥମ ଉଇକେଟ ହରାଇଛି। ଦଳୀୟ ସ୍କୋର ୬ ଓଭରରେ ୪୮ ରନ୍ ହୋଇଥିବାବେଳେ ମାର୍ଟିନ ଗୁପଟିଲ (୩୩)ଙ୍କ ରୂପେ ପ୍ରଥମ ବ୍ୟାଟ୍ସମ୍ୟାନ ପ୍ୟାଭିଲିୟନ ଫେରିଛନ୍ତି। ତାଙ୍କ ଉଇକେଟ ହାତେଇଛନ୍ତି ଶାର୍ଦ୍ଦୁଳ ଠାକୁର।
ଅକ୍ଲାଣ୍ଡ,୨୬।୧- ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ତା’ର ପ୍ରଥମ ଉଇକେଟ ହରାଇଛି। ଦଳୀୟ ସ୍କୋର ୬ ଓଭରରେ ୪୮ ରନ୍ ହୋଇଥିବାବେଳେ ମାର୍ଟିନ ଗୁପଟିଲ (୩୩)ଙ୍କ ରୂପେ ପ୍ରଥମ ବ୍ୟାଟ୍ସମ୍ୟାନ ପ୍ୟାଭିଲିୟନ ଫେରିଛନ୍ତି। ତାଙ୍କ ଉଇକେଟ ହାତେଇଛନ୍ତି ଶାର୍ଦ୍ଦୁଳ ଠାକୁର।
ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା…
ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର…
ଭୁବନେଶ୍ୱର, ୨୮।୧୦ (ବନ୍ଦନା ସେଠୀ): ଦୀର୍ଘ ୬ଘଣ୍ଟା ୩୦ ମିନିଟର (ମଙ୍ଗଳବାର ରାତି ୨ଟାରୁ ବୁଧବାର ସକାଳ ୮ ଟା ୩୦) ସଂଘର୍ଷ ପରେ ବାତ୍ୟା ‘ଅର୍ଣ୍ଣବ’…
ବରଗଡ଼, ୨୮।୧୦(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଦୀର୍ଘ ୧୧…
ପୁରୁଷୋତ୍ତମପୁର,୨୮।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ହୁ…
ନୂଆଦିଲ୍ଲୀ, ୨୮।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ୩ଟି ମ୍ୟାଚ ଜିତି ଭାରତୀୟ କ୍ରିକେଟ ଦଳ ସିରିଜରେ ଅପରାଜେୟ ଅଗ୍ରଣୀ…
ନୂଆଦିଲ୍ଲୀ, ୨୮।୧୦: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ରହି ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ଏହା ପରେ ନଭେମ୍ବର ୪ ତାରିଖରୁ ୫…
କଟକ ସଦର, ୨୮।୧୦(ସୁଶାନ୍ତ କୁମାର ଜେନା): ଜଗତସିଂହପୁର ପୂର୍ତ୍ତ ଡିଭିଜନ ଅନ୍ତର୍ଗତ କନ୍ଦରପୁର-ପାରାଦ୍ବୀପ ୧୨ ନମ୍ବର ରାଜ୍ୟ ରାଜପଥର ପ୍ରଶସ୍ତୀକରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାଥମିକ…