Posted inଖେଳ

ପଡିଆରେ କାହିଁକି କାନ୍ଦିଥିଲେ ରୋହିତ ଶର୍ମାଙ୍କ ସ୍ତ୍ରୀ

ଲକ୍‌ଡାଉନରେ ରୋହିତ୍‌ ଶର୍ମା ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କ୍ରିକେଟ ପଡିଆରେ ପୁରୁଣା ଦିନର ସ୍ମୁତିକୁ ସେ ନିଜ ଫ୍ୟାନ୍‌ଙ୍କ ସହ ଶେୟାର କରୁଛନ୍ତି। ରୋହିତଙ୍କ ବ୍ୟାଟିଂ ଦେଖିବାକୁ ସ୍ତ୍ରୀ ରିତିକା ପ୍ରାୟ ସବୁମ୍ୟାଚରେ ଉପସ୍ଥିତ ଥାନ୍ତି। ମୋହାଲିଠାରେ ରୋହିତ ଶ୍ରୀଲଙ୍କା ବିପକ୍ଷରେ ନିଜ ତୃତୀୟ ଦ୍ବିଶତକ ହାସଲ କରିବା ବେଳେ ଷ୍ଟାଡିୟମରେ ବସିଥିବା ରିତିକା ଭାବବିହ୍ବଳ ହୋଇ କାନ୍ଦି ପକାଇଥିଲେ। ସେ କାହିଁକି କାନ୍ଦିଥିଲେ ତାର ଖୁଲାସା କରିଛନ୍ତି ହିଟ୍‌ମ୍ୟାନ୍‌। ରିତିକାଙ୍କ ଆଖିରୁ ସେତେବେଳେ କାହିଁକି ଲୁହ ଆସି ଯାଇଥିଲା। ପ୍ୟାଭିଲିୟନ ଫେରିବା ପରେ ମୁଁ ରିତିକାଙ୍କୁ ଏହି ବିଷୟ ପଚାରିଥିଲି। ରିତିକା କହିଥିଲେ ”୧୯୫ ରନରେ ଥିଲା ବେଳେ ତୁମେ ସିଙ୍ଗଲ ନେବାବେଳେ ତୁମେ ଜୋରରେ ଡାଇଭ୍‌ ମାରିଥିଲ। ତୁମ ହାତ ମୋଡି ହୋଇଯାଇଥିଲା। ଏଥିପାଇଁ ମୋ ଆଖିରେ ଲୁହ ଆସିଯାଇଥିଲା ବୋଲି ରିତିକା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାଏଣ୍ଟ୍ସ ବିପକ୍ଷରେ ପାଇରେଟ୍ସର ବୃହତ୍‌ ବିଜୟ

ପୁଣେ, ୩୧ା୧୦ :ପ୍ରୋ-କବାଡ଼ି ଲିଗ୍‌ରେ ସଚିନଙ୍କ ଚିତ୍ତାକର୍ଷକ ପ୍ରଦର୍ଶନ ସହାୟତାରେ ପାଟ୍‌ନା ପାଇରେଟ୍ସ ୩୪-୨୮ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। ବାଲଓ୍ବୋଡିସ୍ଥିତ ଶ୍ରୀ ଶିବଛତ୍ରପତି ସ୍ପୋଟର୍‌ସ...

ଟି୨୦ ସିରିଜରୁ ବାଦ୍‌ ପଡ଼ିଲେ ଏହି ଧୂରନ୍ଧର, ତରବରିଆ ଭାବେ ଏଭଳି ନିଷ୍ପତ୍ତି ନେଲା ବୋର୍ଡ

ଧର୍ମଶାଳା,୨୬।୨: ଆଘାତ ସମସ୍ୟାକୁ ନେଇ ଶ୍ରୀଲଙ୍କା ବିପକ୍ଷ ଅବଶିଷ୍ଟ ଦୁଇଟି ଟି-୨୦ ମୁକାବିଲାରୁ ବାଦ ପଡ଼ିଛନ୍ତି ଭାରତୀୟ ଓପନର୍‌ ଋତୁରାଜ ଗାୟକଓ୍ବାଡ। ଫଳରେ ତରବରିଆ ଭାବେ...

ଜାଡେଜାଙ୍କ ଆଣ୍ଠୁରେ ସଫଳ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୭।୯(ପି.ଟି.): ଭାରତର ଆଘାତପ୍ରାପ୍ତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଡାହାଣ ଆଣ୍ଠୁରେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି। ସେ ଖୁବ୍‌ ଶୀଘ୍ର ତାଙ୍କ ରିହାବିଲିଟେଶନ ଆରମ୍ଭ...

ଏନଡିିଟିଏଲ୍‌ ଉପରୁ ସସ୍‌ପେଣ୍ଡ ପ୍ରତ୍ୟାହାର ଉଦ୍ୟମ ଚାଲିଛି: କ୍ରୀଡ଼ା ମନ୍ତ୍ରୀ

ନୂଆଦିଲ୍ଲୀ, ୨୭ା୮ (ପି.ଟି.)-ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରୋଟୋରିରୁ ଆସନ୍ତା ଦୁଇ ମାସ ମଧ୍ୟରେ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର ଉଦ୍ୟମ ହେଉଛି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ କରିନ...

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

କ୍ରିକେଟ୍‌ ପରାମର୍ଶଦାତା କମିଟିରୁ କପିଳଙ୍କ ଇସ୍ତଫା

ନୂଆଦିଲ୍ଲୀ, ୩।୧୦ (ପି.ଟି.)- ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ କପିଳ ଦେବ ବୁଧବାର କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)ରୁ ଇସ୍ତଫା ଦେଇଛନ୍ତି।...

ଭବିଷ୍ୟତରେ ଏହି ଦୁଇ ଖେଳାଳି ହୋଇପାରନ୍ତି ଟିମ୍‌ ଇଣ୍ଡିଆର କ୍ୟାପଟେନ

ମୁମ୍ବାଇ,୨୯।୯: ବର୍ତ୍ତମାନ ପ୍ରତ୍ୟେକ ଫର୍ମାଟରେ ନିଜ ସ୍ଥାନ ପକ୍କା ସାରିଥିବା ଲୋକେଶ ରାହୁଲ ଓ ରିଷଭ ପନ୍ତ ଭବିଷ୍ୟତରେ ଟିମ୍‌ ଇଣ୍ଡିଆର କ୍ୟାପଟେନ ହୋଇପାରନ୍ତି। ଏହି...

ଭାରତୀୟ ସୁରକ୍ଷା କର୍ମୀଙ୍କୁ ମ୍ୟାଚ୍‌ ବଲ ଦେଲେ ପାକିସ୍ତାନ କ୍ରିକେଟର

ଭିକ୍ଟୋରିଆ,୨୩।୧୨- ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପାକିସ୍ତାନ ବାମହାତୀ ପେସର ହାରିସ ରଫ କ୍ରିକେଟ ପ୍ରଶଂସକଙ୍କ ମନ ଜିଣି...

Advertisement
Archives

Model This Week