Posted inଜାତୀୟ

ପଣ୍ଡିତ ନେହେରୁଙ୍କ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନରେ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟୁଇଟ୍‌ କରି ନେହେରୁଙ୍କ ୧୩୦ତମ ଜନ୍ମଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହାସହ ଶିଶୁ ଦିବସର ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି। କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ନେହେରୁଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନେହେରୁ ଆଧୁନିକ ଭାରତର ସ୍ଥପତି ଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri