ପତଳା ଶରୀରକୁ ନେଇ ଚିନ୍ତିତ କି? ଆପଣାନ୍ତୁ ଏହି ଉପାୟ

କିଛି ଲୋକ ମୋଟା ଶରୀରକୁ ନେଇ ଚିନ୍ତିତ ଥିବାବେଳେ ଆଉ କିଛି ପତଳା ଶରୀରକୁ ନେଇ ଚିନ୍ତାରେ ଥା’ନ୍ତି। କିନ୍ତୁ ଏହି ଚିନ୍ତା ଦୂର କରିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ଦେଉଥିବା ପରାମର୍ଶ ମାନିବା ଜରୁରୀ। କିଛି ଖାଦ୍ୟ ଅଛି, ଯାହା ଖାଇଲେ ଓଜନ ବଢ଼ିବ। ଜାଣନ୍ତୁ ଏ ସମ୍ପର୍କରେ…

ପନିର:
ପନିର ସ୍ବାଦିଷ୍ଟ ହେବା ସହ ଭରପୂର ପୋଷଣ ଦେଇଥାଏ। ଏଥିରେ ପର୍ଯ୍ୟାପ୍ତ ପରିମାଣର କ୍ୟାଲୋରୀ ଏବଂ ଫ୍ୟାଟ୍‌ ରହିଛି। ଏହା ପ୍ରୋଟିନ୍‌ ବଢ଼ାଇବାରେ ସହାୟକ ହୋଇଥାଏ। ପନିର ଖାଇଲେ ଓଜନ ବଢ଼ିବା ସହ ଚେହେରାରେ ଚମକ ମଧ୍ୟ ଆସିଥାଏ।

କ୍ଷୀର ଏବଂ ଦହି:
ଓଜନ ବଢ଼ାଇବା ପାଇଁ ପ୍ରଚୁର ପରିମାଣର କ୍ଷୀର ଏବଂ ଦହି ଖାଇବା ଉଚିତ୍‌। ଏହା ଶରୀରରେ କମ୍‌ ଥିବା କାର୍ବୋହାଇଡ୍ରେଟ୍‌ ପୂରଣ କରିବାରେ ସାହାଯ୍ୟ କରିବ। ଦିନକୁ ଅତି କମ୍‌ରେ ୧/୨ ଗ୍ଲାସ କ୍ଷୀର ପିଇଲେ ପତଳାପଣ କମ୍‌ ହେବ।

କଦଳୀ:
ପାଚିଲା କଦଳୀରେ ଭରପୂର କ୍ୟାଲୋରୀ ରହିଛି। ପ୍ରତିଦିନ ୨/୩ଟି କଦଳୀ ଖାଆନ୍ତୁ। ପ୍ରତିଦିନ ସକାଳେ କ୍ଷୀର ସହିତ କଦଳୀ ଖାଇଲେ ସ୍ବାସ୍ଥ୍ୟ ପକ୍ଷେ ଲାଭଦାୟକ। ଏପରି ନିୟମିତ ଭାବେ କଲେ ଓଜନ ବଢ଼ିବାରେ ସହାୟକ ହେବ। ଏହା ବ୍ୟତୀତ ଭାତ, ବେସନଲଡୁ, ଚକୋଲେଟ୍‌, ଆଳୁ ଖାଇଲେ ଓଜନ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?