ପତଳା ହେବାକୁ ଚାହୁଁଥିଲେ…

ଆଜିକାଲି ଓଜନ ବୃଦ୍ଧି ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏଥିପାଇଁ ଅନେକ ପତଳା ହେବା ଚାହିଁଥାନ୍ତି। କେହି କେହି ପତଳା ହେବାକୁ ଡାକ୍ତରଙ୍କ ନିକଟକୁ ଯାଇ ଅନେକ ଅର୍ଥ ମଧ୍ୟ ବ୍ୟୟ କରିଥାନ୍ତି। କିନ୍ତୁ ଏମିତି କିଛି ଘରୋଇ ଉପଚାର ଅଛି, ଯାହାକୁ ଆପଣାଇଲେ ଖୁବ୍‌ କମ୍‌ ଦିନ ମଧ୍ୟରେ ଓଜନ କମିଯିବ। ଜାଣନ୍ତୁ ଏ ସମ୍ପର୍କରେ…

ଭାରତୀୟ ଭୋଜନରେ ହଳଦୀର ସ୍ଥାନ ସ୍ବତନ୍ତ୍ର। ଏହା ଖାଲି ଖାଦ୍ୟର ରଙ୍ଗ ବଢ଼ାଏ ନାହିଁ, ସ୍ବାଦ ମଧ୍ୟ ବଢ଼ାଏ। ଏଥିସହିତ ଔଷଧୀୟ ଗୁଣରେ ମଧ୍ୟ ଭରପୂର। ବିଶେଷକରି ଓଜନ କମାଇବାରେ ହଳଦୀ ମହୌଷଧି ଭାବରେ କାମ କର
କ୍ଷୀର ମିଶା ହଳଦୀ: ଡାଏଟ ଆଣ୍ଡ୍‌ ବାଲାନ୍ସ ବିଶେଷଜ୍ଞ କୁହନ୍ତି, ହଳଦୀ ଓଜନ କମ୍‌ କରିବାରେ ସବୁଠୁ ଭଲ। ତେଣୁ ଗୋଟିଏ ଗ୍ଲାସ କ୍ଷୀରରେ ହଳଦୀ ଗୁଣ୍ଡ ପକାଇ ୫/୭ ମିନିଟ୍‌ ଗରମ କରନ୍ତୁ। ଏହାକୁ ସକାଳେ ଏବଂ ରାତିରେ ଶୋଇବା ପୂର୍ବରୁ ପିଅନ୍ତୁ। ଏହିପରି ନିୟମିତ ଭାବରେ କରନ୍ତୁ। ଦେଖିବେ ଖୁବ୍‌ କମ୍‌ ଦିନ ମଧ୍ୟରେ ପତଳା ହୋଇଯିବେ।

ହଳଦୀ ଚା’- ଦେଢ଼ କପ୍‌ ପାଣିରେ ଏକ ଚାମଚ ହଳଦୀ ପାଉଡର ମିଶାଇ କିଛି ସମୟ ଫୁଟାନ୍ତୁ। ଏଥିରେ କିଛି ଲେମ୍ବୁ ରସ ଏବଂ ଗୋଲମରିଚ ପାଉଡର ମିଶାନ୍ତୁ। ଏହାକୁ ଛାଣି ପିଅନ୍ତୁ। ଏହା ଓଜନ କମାଇବାର ସବୁଠୁ ଭଲ ଉପାୟ।
ଏହାବ୍ୟତୀତ ଗରମ ଗରମ ସୁପ୍‌ ପିଇବା ସମୟରେ କିଛି ହଳଦୀ ପାଉଡର ମଧ୍ୟ ପକାଇ ପିଇ ପାରିବେ। ସାଲାଡ୍‌ ଖାଇବା ସମୟରେ ଅଳ୍ପ କିଛି ହଳଦୀ ପାଉଡର ମିଶାନ୍ତୁ। ଯାହା ଓଜନ ନିୟନ୍ତ୍ରଣ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri