ପତିବ୍ରତା, ଭକ୍ତି ଓ ନିଷ୍ଠାର ପ୍ରତୀକ- ମହିଳା ପାଳନ କଲେ ସାବିତ୍ରୀ ବ୍ରତ

ଖଣ୍ଡପଡ଼ା,୪ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଏ । ପରମ ପତିବ୍ରତା, ସାଧ୍ୱୀ ସାବିତ୍ରୀ ତପସ୍ୟା ଓ ପତିଭକ୍ତି ଦ୍ୱାରା ମୃତ୍ୟୁଦେବ ଯମରାଜଙ୍କ କବଳରୁ ସ୍ବାମୀ ସତ୍ୟବାନଙ୍କ ଜୀବନ ରକ୍ଷା କରିବା ସହ ଅନେକ ବର ପ୍ରାପ୍ତ କରିଥିଲେ। ଏହାକୁ ହିନ୍ଦୁ ମହିଳାମାନେ ନିଷ୍ଠାର ସହ ସ୍ବାମୀଙ୍କ ଶୁଭକାମନା କରି ପାଳନ କରନ୍ତି। ସୋମବାର ଖଣ୍ଡପଡ଼ା ଓ ଏହାର ଆଖପାଖ ମର୍ଦ୍ଦରାଜପୁର, ବେଣାଗାଡିଆ, ଖଳିସାହି, କୋସକା, ଢୋଲମରା, ସିଧାମୂଳା ଆଦି ଅଞ୍ଚଳର ବିବାହିତା ନାରୀମାନେ ଲକ୍ଷ୍ମୀନାରାୟଣଙ୍କୁ ପୂଜାର୍ଚ୍ଚନା କରିବା ପାଇଁ ଗ୍ରାମ ନିକଟସ୍ଥ ବିଭିନ୍ନ ମନ୍ଦିରକୁ ଯାଇଥିଲେ । ବ୍ରତଧାରିଣୀମାନେ ଶୁଦ୍ଧପୁତ ହୋଇ ନୂଆ ଶାଢି, ଶଙ୍ଖା ଓ ପୂଜା ସାମଗ୍ରୀମାନ ଧରି ଶୈବ ପୀଠମାନଙ୍କରେ ଭିଡ଼ ଲଗାଇଥିଲେ । କଣ୍ଟିଲୋ ଅଞ୍ଚଳର ବ୍ରତ ଧାରିଣୀମାନେ ମଧ୍ୟ ନୂଆ ଶାଢି, ଶଙ୍ଖା, ଚୁଡି, ସିନ୍ଦୂର ପରିଧାନ କରି ଫଳ ଆଦି ପୂଜା ସାମଗ୍ରୀ ଧରି ନୀଳମାଧବ ମନ୍ଦିର ପରିସରସ୍ଥ ଲକ୍ଷ୍ମୀନାରାୟଣ ପାଖରେ ପୂଜାର୍ଚ୍ଚନା କରିଥିଲେ । ସ୍ବାମୀଙ୍କ ଦୀର୍ଘ, ନିରାମୟ ଜୀବନ କାମନା କରି ବ୍ରତ ପାଳନ କରୁଥିବା ମହିଳାମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri