ପତ୍ନୀଙ୍କ ପୁରୁଣା ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅନେକ ସମୟରେ ସେ ତାଙ୍କ ଟୁଇଟର ଓ ଇନଷ୍ଟାଗ୍ରାମରେ ଯାହା ଶେୟାର କରନ୍ତି ତାହା ଆସିଯାଇଥାଏ ଚର୍ଚ୍ଚାକୁ। ନିକଟରେ ସେ ଇନଷ୍ଟାଗ୍ରାମରେ ତାଙ୍କ ପତ୍ନୀ ଜୟାଙ୍କର ଏକ ପୁରୁଣା ଫଟୋ ଶେୟାର କରିଥିବା ଦେଖାଯାଇଛି। ଏହା ବେଙ୍ଗଲି ଫିଲ୍ମ ଡକ୍ଟର ବାବୁ ସମୟର। ଏହି ଫଟୋଟି ଶେୟର କରିବା ସହ ଅମିତାଭ ଲେଖିଛନ୍ତି, ଏହି ଫିଲ୍ମ ସମ୍ପୂର୍ଣ୍ଣ ନ ହେବାରୁ ଏହା ରିଲିଜ୍‌ ହୋଇପାରି ନ ଥିଲା। ଏହାସହ ଅମିତାଭ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି କି ଜୟା ଏହି ଫିଲ୍ମରେ ସ୍ବାମୀ ବିବେକାନନ୍ଦଙ୍କ ଭୂମିକାରେ ଅଭିନୟ କରିଥିଲେ। ଉକ୍ତ କଳାଧଳା ଫଟୋରେ ସ୍ବାମୀ ବିବେକାନନ୍ଦଙ୍କ ବେଶ ଜୟାଙ୍କୁ ଖୁବ୍‌ ମାନୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପ୍ରିୟ ଥିଲେ ଲତା ଦିଦି

ମୁମ୍ବାଇ: ‘ମେରି ଆୱାଜ ହି ପେହେଚାନ ହୈ ମେରି..’ ବାସ୍ ଏଇ ଗୋଟିଏ ଧାଡି ହିଁ ତାଙ୍କର ପରିଚୟ । ଭାରତ ରତ୍ନ, ସୁର ସାମ୍ରାଜ୍ଞୀ...

ପ୍ରାଇଭେଟ୍‌ ଆଇଲାଣ୍ଡ କିଣିଲେ ମିକା

ବଲିଉଡର ଜଣେ ପ୍ରସିଦ୍ଧ ଗାୟକ ମିକା ସିଂ ଜଣାଶୁଣା। ତାଙ୍କର ଗୀତ ଯୋଗୁ ସେ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛନ୍ତି। ବଲିଉଡରେ ମିକାଙ୍କର...

ରିଲିଜ୍ ହେଲା ‘ବଚ୍ଚନ ପାଣ୍ଡେ’ର ପ୍ରଥମ ଗୀତ

ମୁମ୍ବାଇ: ଅକ୍ଷୟ କୁମାର ଷ୍ଟାରର ଫିଲ୍ମ ‘ବଚ୍ଚନ ପାଣ୍ଡେ’ ଏବେ ଖୁବ୍ ଚର୍ଚ୍ଚାରେ । ଏହି ଫିଲ୍ମ ମୋଷ୍ଟ ଆୱେଟେଡ ଫିଲ୍ମ ତାଲିକାରେ ସାମିଲ ହୋଇଥିବା...

ଜୁନ୍‌ରେ ଆରମ୍ଭ ହେବ କ୍ରିସ-୪ର ଶୁଟିଂ!

ବଲିଉଡ ଅଭିନେତା ହ୍ରିତିକ୍‌ ରୋଶନ ଏଇ କିଛି ଦିନ ହେବ ନିଜ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ତେବେ ହ୍ରିତିକ୍‌ ଏବେ...

କ’ଣ କରୁଛନ୍ତି ଇଲିଆନା

ଇଲିଆନା ଡି’ କ୍ରୁଜ ଏବେ କ’ଣ କରୁଛନ୍ତି ? ଯେହେତୁ ଏବେ ହାତରେ ସିନେମା ନାହିଁ ତେଣୁ ସେ ଗୋଟିଏ କାମରେ ନିଜକୁ ବ୍ୟସ୍ତ ରଖିଛନ୍ତି।...

କାର୍‌ ଦୁର୍ଘଟଣାରେ ପିତାଙ୍କୁ ହରାଇଥିଲେ ଏହି ଅଭିନେତ୍ରୀ: ଗୋଟିଏ ଇଚ୍ଛା ପୂରଣ ପାଇଁ କିଣିଥିଲେ ଆଇପିଏଲ୍‌ ଟିମ୍‌

ବମ୍ବେ: ପ୍ରୀତି ଜିଣ୍ଟା ବଲିଉଡ୍‌ ଅଭିନେତ୍ରୀ ହେବା ସହ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ପଞ୍ଜାବ କିଙ୍ଗ୍ସର ମାଲିକାଣୀ ମଧ୍ୟ। ୨୦୦୮ରେ ସେ ତତ୍କାଳୀନ ପ୍ରେମିକ ନେସ ଓ୍ବାଡିଆଙ୍କ...

ଭାଜପା ନେତ୍ରୀ ଖୁସବୁ ସୁନ୍ଦରଙ୍କ କାର ଦୁର୍ଘଟଣାଗ୍ରସ୍ତ

ଚେନ୍ନାଇ,୧୮।୧୧-ତାମିଲନାଡୁର ମେଲମାରୁଭାଥୁର ସହର ନିକଟରେ ବୁଧବାର ଭାଜପା ନେତ୍ରୀ ଖୁସବୁ ସୁନ୍ଦରଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ କଣ୍ଟେନର ତାଙ୍କ କାରକୁ ଧକ୍କା ଦେବାରୁ କାରର...

ମୃତ୍ୟୁ ପୂର୍ବରୁ ଶ୍ରୀଦେବୀ ଶେୟାର କରିଥିଲେ ଏହି ଫଟୋ, ଆଜି ବି ଲୋକେ କରୁଛନ୍ତି ଏମିତି କମେଣ୍ଟ

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ଶ୍ରୀଦେବୀଙ୍କ ମୃତ୍ୟୁ ଆଜକୁ ୩ ବର୍ଷ ତଳେ ହୋଇଥିଲା। ୨୪ ଫେବୃୟାରୀ ୨୦୧୮ରେ ଶ୍ରୀଦେବୀଙ୍କ ମୃତ୍ୟୁ ଘଟିଥିଲା। ଅଚାନକ ମୃତ୍ୟୁ...

Advertisement
Archives

Model This Week