ପଥରଆଡି ମନ୍ଦିରରୁ ଚୋରି

ଭଦ୍ରକ ଅଫିସ,୨୩।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ପଥରଆଡିସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ବୁଧବାର ରାତିରେ କେହି ଦୁବୃର୍ତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି। ରାଧାକୃଷ୍ଣଙ୍କ ପିତଳ ପ୍ରତିମୂର୍ତ୍ତି ସହ ସୁନା ଅଳଙ୍କାର, ଦାନବକ୍ସ ଚୋରି କରିନେଇଥବା ଜଣାପଡିଛି। ଗୁରୁବାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ମିଳିବ ଅତ୍ୟାଧୁନିକ ସେବା

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରାଯାଇଛି। ରବିବାର ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ପରିବାର କଲ୍ୟାଣ) ବିଜୟ ମହାପାତ୍ର ଏବଂ...

ହନିମୁନ୍‌ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ

ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍‌ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍‌ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ...

ଅନିଶ୍ଚିତତାରେ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ

କପ୍ତିପଦା,୭।୫(ଡି଼.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଢିପାସାହିରେ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ...

ଚିଲିକା ମଝିରେ ଅଟକିଲା ଡଙ୍ଗା: ୩୦ ପରୀକ୍ଷାର୍ଥୀ ୧ ଘଣ୍ଟା ଜଳବନ୍ଦୀ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାଉଥିବା ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ବୁଧବାର ଚିଲିକା ମଝିରେ ଅଟକି ଯାଇଥିଲା। ସେଥିରେ...

ସିରିଜ ଦୁର୍ଘଟଣା: ୪ ଆହତ

ଖୋର୍ଦ୍ଧା ଅଫିସ,୨୩ା୧: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ବାଘମାରୀ ସାରୁଅ ରାସ୍ତା ମଝିରେ ସୋମବାର ସିରିଜ ଦୁର୍ଘଟଣା ହୋଇଛି। ଦୁଇ ଯାତ୍ରୀବାହୀ ଅଟୋ ସହ...

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବଡ଼ ମେଡିକାଲରେ ଭର୍ତ୍ତି

କଟକ ଅଫିସ,୨୫।୧୨: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟାବସ୍ଥା ଗୁରୁତର...

ଉମାମହେଶ୍ୱର ଦେବ ଟ୍ରଷ୍ଟ ବୋର୍ଡକୁ ନେଇ ବିବାଦ

ବାଲୁଗାଁ ,୧୩ା୧୨(ଡି.ଏନ୍‌.ଏ.): ବାଲୁଗାଁ  ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ଉମାମହେଶ୍ୱର ଦେବଙ୍କ ମନ୍ଦିର ଟ୍ରଷ୍ଟ ବୋର୍ଡ ଦାୟିତ୍ୱ ହସ୍ତାନ୍ତରକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିଛି। ଫଳରେ...

ଆଶା ଆଶଙ୍କାରେ ବିତୁଛି ଜୀବନ

କେନ୍ଦ୍ରାପଡ଼ା ଅଫିସ, ୫ା୭:କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧୀନ ଚାରିଘରିଆ ଗ୍ରାମବାସୀ ସ୍ଥାନାନ୍ତରକୁ ନେଇ ଚିନ୍ତାରେ ଅଛନ୍ତି। ବନ ବିଭାଗ ପକ୍ଷରୁ ବନାଞ୍ଚଳରୁ ହଟିଯିବା ପାଇଁ...

Advertisement
Archives

Model This Week