ପଦଚାଳିତ ହାତସଫା ମେଶିନ୍‌ ରଖିବ ସ୍ବଚ୍ଛ

ଜଟଣୀ,୯ା୪(ଡି.ଏନ.ଏ): କୋଭିଡ-୧୯ ମୁକାବିଲା ଓ ରେଳ କର୍ମଚାରୀଙ୍କୁ ଏହି ଭୂତାଣୁ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ଡିଭିଜନ ଅନ୍ତର୍ଗତ ଅନୁଗୋଳ ଲୋକୋଶେଡ୍‌ରେ ନିଜସ୍ବ ସାଧନରେ ପଦଚାଳିତ ହାତସଫା ମେଶିନ୍‌ ଉତ୍ପାଦନ କରିବା ସକ୍ଷମ ହୋଇପାରିଛି। ଏହାଦ୍ୱାରା ଟ୍ୟାପ୍‌ରେ ହାତ ନ ଲଗାଇ ଲିକ୍ୟୁଇଡ୍‌ ସାନିଟାଇଜରରେ ହାତସଫା କରିବା ସହିତ ସଂକ୍ରମଣ ଭୟ ରହିବ ନାହିଁ। କର୍ମଚାରୀଙ୍କ ବ୍ୟବହାର ପାଇଁ ଡିଭିଜନର ଭୁବନେଶ୍ୱର ଓ ପୁରୀ କୋଚିଂ ଡିପୋରେ ଏଯାବତ୍‌ ୭୦୦ ମାସ୍କ ସହ ଅନୁଗୋଳରେ ୫୦ ଲିଟର ସାନିଟାଇଜର ପ୍ରସ୍ତୁତ କରାଯାଇଛି। ନିୟମିତ ଭାବେ ରେଳ ଇଞ୍ଜିନ, ବିଭିନ୍ନ ଉପକରଣ, କାର୍ଯ୍ୟାଳୟ, ଷ୍ଟେଶନ ବିଲ୍‌ଡିଂଗୁଡ଼ିକୁ ବିଶୋଧନ କରାଯାଉଛି। ଏହାଛଡ଼ା ମାଲବାହୀ ଟ୍ରେନ୍‌ ମାଧ୍ୟମରେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନ ନିରବଚ୍ଛିନ୍ନ ଭାବେ ପରିବହନ ଜାରି ରହିଛି। ୧୧୮ଟି କୋଚ୍‌କୁ ଆଇସୋଲେଶନ୍‌ ସୁବିଧା ଲକ୍ଷ୍ୟରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଲିଛି। ଜରୁରୀ ପରିସ୍ଥିତିରେ ବ୍ୟବହାର ପାଇଁ ପୁରୀ ଓ ଭୁବନେଶ୍ୱର କୋଚିଂ ଡିପୋ ଦ୍ୱାରା ୩୦ଟି ଅଲ୍‌ଟ୍ରାଭେନସ ଷ୍ଟାଣ୍ଡ ପ୍ରସ୍ତୁତ କରାଯାଇଛି। ଜଟଣୀସ୍ଥିତ ରେଲୱେ ମେଡିକାଲରେ ସମସ୍ତ ସୁବିଧା ଉପଲବ୍ଧ ଥାଇ ୮୦ ଶଯ୍ୟା ବିଶିଷ୍ଟ ଆଇସୋଲେଶନ୍‌ ୱାର୍ଡ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ…

କାଲିଠାରୁ ବସ୍‌-ଟ୍ରକ୍‌ ଡ୍ରାଇଭରଙ୍କ ବଡ଼ ଆନ୍ଦୋଳନ ଡାକରା, ୩ଦିନ ଯାଏ ଯାତାୟତ ଠପ୍‌!

ମୁମ୍ୱାଇ,୫।୩: ମହାରାଷ୍ଟ୍ର ପରିବହନକାରୀ କାର୍ଯ୍ୟ କମିଟି (ଏମ-ଟିଏସ) ଶୁକ୍ରବାର ଠାରୁ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରିଛି। ମାର୍ଚ୍ଚ ୨ ତାରିଖରେ MSRTC ମୁଖ୍ୟାଳୟରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା…

ଅଧରାତିରେ କୂଅରେ ପଡ଼ିଗଲା ଦନ୍ତା ହାତୀ: ଆଉ ତା’ପରେ…

କେନ୍ଦୁଝର,୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ବନାଯୋଡ଼ି ଗାଁରେ ଜଣେ ବ୍ୟକ୍ତିଙ୍କ ପୁରୁଣା ପଥର କୂଅରେ ଗତ କାଲି ରାତିରେ ଏକ ବୟସ୍କ…

ଆଜି ରାଜ୍ୟ ସଭା ପାଇଁ ନାମାଙ୍କନ: ୫ ପ୍ରାର୍ଥୀ କରିବେ ଦାଖଲ

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ମିଳିଲା ଖୁସି ଖବର: ମିଳିଗଲା…

ଓ୍ବାଶିଂଟନ୍‌,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଞ୍ଚ ଦିନରୁ ଅଧିକ ସମୟ ଧରି ଚାଲିଛି। ଏହା ସତ୍ତ୍ୱେ ଆକ୍ରମଣ ହ୍ରାସ ପାଇବା ପରିବର୍ତ୍ତେ…

ଟି୨୦ ବିଶ୍ୱକପରେ ଇତିହାସ ରଚିଲେ ଫିନ ଆଲେନ: ଭାଙ୍ଗିଲେ ୫ ବଡ଼ ରେକର୍ଡ

କୋଲକାତା,୫।୩: ନ୍ୟୁଜିଲାଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଫିନ ଆଲେନ ୨୦୨୬ ଟି୨୦ ବିଶ୍ୱକପ ର ପ୍ରଥମ ସେମିଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩୩ ବଲ୍‌ରେ ଶତକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri