ପଦାର୍ପଣ ପାଇଁ ସଚିନ ପ୍ରସ୍ତୁତ

ମୁମ୍ବାଇ, ୩୦।୫(ପି.ଟି.)- ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଲଣ୍ଡନର ଦି ଓଭାଲ ଗ୍ରାଉଣ୍ଡରେ ହେବାକୁ ଥିବା ଏହି ମ୍ୟାଚ୍‌ରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଭାଷ୍ୟକାର ଭାବେ ପଦାର୍ପଣ କରିବେ। ଭାଷ୍ୟକାର ଭାବେ ସଚିନଙ୍କ ଏହା ପ୍ରଥମ ମ୍ୟାଚ୍‌ ହେବ। ମ୍ୟାଚ୍‌ ପୂର୍ବରୁ ଷ୍ଟାର ସ୍ପୋଟର୍‌ସରେ ହେବାକୁ ଥିବା ‘ସଚିନ ଓପନ୍ସ ଏଗେନ’ ସେଗମେଣ୍ଟରେ ଅନ୍ୟ ବିଶେଷଜ୍ଞଙ୍କ ସହ ସଚିନ ନଜରକୁ ଆସିବେ। ବିଶ୍ୱକପ୍‌ରେ ସଚିନଙ୍କ ନାମରେ ଅନେକ ରେକର୍ଡ ରହିଛି। ମୋଟ୍‌ ୬ ବିଶ୍ୱକପ୍‌ ଖେଳି ସେ ୨,୨୭୮ ରନ୍‌ ସଂଗ୍ରହ କରିଛନ୍ତି। ବିଶ୍ୱକପ୍‌ର ଗୋଟିଏ ସଂସ୍କରଣରେ ଅଧିକ ରନ ସଂଗ୍ରହ କରିବାର ରେକର୍ଡ ମଧ୍ୟ ତାଙ୍କ ନାମରେ ରହିଛି। ୨୦୦୩ ସଂସ୍କରଣରେ ସେ ୬୭୩ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri