Posted inଖେଳ

ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଲେ ୧୭ ବର୍ଷୀୟ ରାଜ୍‌

ନ୍ୟୁୟର୍କ, ୯।୭: ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଛନ୍ତି ୧୭ ବର୍ଷୀୟ ବୋଲର ରାଜ୍‌ ବ୍ୟାସ। ୟୁଏସ୍‌ ଅଣ୍ଡର-୧୯ ଦଳ ପକ୍ଷରୁ ଖେଳୁଥିବା ରାଜ୍‌ ଭାରତରେ ଜନ୍ମ ହୋଇଛନ୍ତି। ଆମେରିକାର ଆରିଜୋନାରେ ରହୁଥିବା ରାଜ୍‌ ନିଜ ପଦାର୍ପଣ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ବହୁ କୀର୍ତ୍ତିମାନ ସ୍ଥାପନ କରିଛନ୍ତିି। କ୍ୟାମେନ ଆଇସଲାଣ୍ଡ ବିପକ୍ଷରେ ମାତ୍ର ୧୦ ରନ୍‌ ଦେଇ ୭ଜଣ ବ୍ୟାଟ୍ସମ୍ୟାନ୍‌ଙ୍କୁ ଆଉଟ୍‌ କରିଥିଲେ। ଛୋଟ ବେଳୁ ନିଜ ପିତାଙ୍କୁ ହରାଇଥିବା ରାଜ୍‌ ତାଙ୍କ ସ୍ମୃତିରେ ୩୧ ନମ୍ବର ଜର୍ସି ପିନ୍ଧିଥାନ୍ତି। ମା’ଙ୍କ ପ୍ରେରଣାରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲି ବୋଲି ସେ କହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri