ପ୍ରଦୂଷଣ ପାଇଁ ଭାରତକୁ ଦାୟୀ କଲା ପାକିସ୍ତାନ

ଇସ୍‌ଲାମାବାଦ,୩୧।୧୦: ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ଇମ୍ରାନ ଖାଁଙ୍କ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ଥିବା ଫୟାଦ ଚୌଧୂରୀ ଏଥର ବି ଆସିଛନ୍ତି ଚର୍ଚ୍ଚାକୁ। ଏଥର ପାକିସ୍ତାନରେ ବଢୁଥିବା ପ୍ରଦୂଷଣକୁ ନେଇ ସେ ମତ ଦେଇଛନ୍ତି। ସେ କହିଛନ୍ତି ଲାହୋରରେ ହେଉଥିବା ପ୍ରଦୂଷଣ ପାଇଁ ଭାରତ ଦାୟୀ। ଜଳବାୟୁ ପରିବର୍ତ୍ତନ ଓ ଭାରତରେ ଚାଷୀମାନେ ନଡା ଜାଳିବା ଫଳରେ ବାୟୁମଣ୍ଡଳ ପ୍ରଦୂଷିତ ହେଉଛି। ଚୌଧୁରୀଙ୍କ ଏମିତି ମତ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ କିଛି ନା କିଛି ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ଏହି ମନ୍ତ୍ରୀ ପୁଣିଥରେ ଏହାକୁ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍‌ଙ୍କୁ ଭାରତର ଆଣବିକ ଅସ୍ତ୍ର ଭୟ

ଇସ୍‌ଲାମାବାଦ,୧୯ା୮:ଭାରତର ଆଣବିକ ଅସ୍ତ୍ର ପ୍ରୟୋଗ ନୀତିରେ ସମ୍ଭାବ୍ୟ ପରିବର୍ତ୍ତନକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଛାନିଆ ହୋଇଯାଇଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଅଧୀନରେ ଭାରତର...

ଚାଇନାର ୫ ସୈନ୍ୟ ମୃତ, ୧୧ ଆହତ: ଗ୍ଲୋବାଲ ଟାଇମ୍ସ୍‌

ବେଜିଂ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି।...

ପାକିସ୍ତାନ ରେଳମନ୍ତ୍ରୀ କହିଲେ ଜଳଖିଆରେ ନିଆଁ ଲାଗିଲେ ଏହା ଫାଟିଯାଏ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣିଥରେ ନିଜର ଓଲଟା-ସିଧା କଥାକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ନିକଟରେ ପାକିସ୍ତାନରେ ହୋଇଥିବା ରେଲ ଦୁର୍ଘଟଣାକୁ...

ପାକିସ୍ତାନୀ ନ୍ୟୁଜ୍‌ ଚ୍ୟାନେଲ୍‌ ହ୍ୟାକ୍‌: ଟିଭି ସ୍କ୍ରିନ୍‌ରେ ତ୍ରିରଙ୍ଗା

ଇସଲାମାବାଦ, ୩।୮: ରବିବାର ପାକିସ୍ତାନର ପ୍ରମୁଖ ଟିଭି ଚ୍ୟାନେଲ ଡ୍ରୋନ୍‌ ନ୍ୟୁଜ୍‌ ହ୍ୟାକ୍‌ ହୋଇଯାଇଥିବା ଜଣାପଡ଼ିଛି। ହଠାତ୍‌ ଟିଭି ସ୍କ୍ରିନ୍‌ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା...

ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ

ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍‌ ଚେତାବନୀ ଦେଇଛନ୍ତି ଯେ, ମାଇନସ୍‌ ୨୦...

ଅଷ୍ଟ୍ରେଲିଆରେ ଉତ୍ସବ ମନାଇଲେ ଭାଜପା ସମର୍ଥକ

ସିଡ୍‌ନୀ,୨୩।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ଉପରେ ସାରା ବିଶ୍ୱର ନଜର ରହିଛି। ଗୁରୁବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଭାଜପା...

ଡାଇମଣ୍ଡ ପ୍ରିନ୍‌ସେସ୍‌ ଶିପ୍‌ରୁ ଉଦ୍ଧାର ପାଇଁ ମୋଦିଙ୍କ ସହାୟତା ଲୋଡିଲେ ଯୁବତୀ: ୧୩୮ ଭାରତୀୟଙ୍କୁ ସ୍ବଦେଶ ଫେରାଇ ନେବାକୁ କଲେ ଅନୁରୋଧ

ଟୋକିଓ,୧୯।୨: ଜାପାନର ଟୋକିଓରେ ଡାଇମଣ୍ଡ ପ୍ରିନ୍‌ସେସ୍‌ ଶିପ୍‌ରେ ୧୩୮ ଭାରତୀୟଙ୍କୁ କରୋନା ସଂକ୍ରମଣ ଯାଞ୍ଚ୍‌ ପାଇଁ ଅଟକ ରଖାଯାଇଛି। ଇତିମଧ୍ୟରେ ୧୪ ଦିନ ବିତି ଯାଇଛି।...

ପାକିସ୍ତାନରେ ଆର୍ଥିକ ସଙ୍କଟ: ରୋଷେଇ ଗ୍ୟାସ୍‌ ଦର ୨୦୦ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା

ଇସଲାମାବାଦ, ୨୬।୬: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *