ପଦ୍ମଫୁଲ ଚୋରାଇବାରୁ ବନ୍ଦ କରିଦିଆଗଲା ଚାଇନାର ଇକୋ ପାର୍କ

ବେଜିଂ,୪।୭: ଚାଇନାର ସିଂଚୁଆନ ଅଞ୍ଚଳରେ ତିଆରି ହୋଇଥିବା ଇକୋ ପାର୍କ ଏଠାରେ ଫୁଟୁଥିବା ପଦ୍ମଫୁଲ ପାଇଁ ବେଶ୍‌ ପ୍ରସିଦ୍ଧ। ଦିନକୁ ଅତିକମ୍‌ରେ ୨ଶହରୁ ୩ଶହ ପର୍ଯ୍ୟଟକ ଏହାର ଶୋଭାକୁ ଉପଭୋଗ କରିବାକୁ ଆସିଥାନ୍ତି। ବିଶେଷ କରି ଜୁନ୍‌ ମାସରେ ଏଠାରେ ଅଧିକ ପର୍ଯ୍ୟଟକ ଆସୁଥିବା କୁହାଯାଏ। ହେଲେ ଏହି ପର୍ଯ୍ୟଟକମାନେ ଏଠାରେ ଦିଆଯାଇଥିବା ତାରବାଡକୁ ଭାଙ୍ଗି ଶହ ଶହ ସଂଖ୍ୟାରେ ପଦ୍ମଫୁଲ ଚୋରାଇ ନେଉଥିବା ଜଣାପଡିବା ପରେ ଉକ୍ତ ପାର୍କକୁ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କର ଦାମ ୧୧ କୋଟି

ମୋତ୍ଜା,୧୦।୮: କରୋନା ସଂକ୍ରମଣକୁ ରୋକିବାକୁ ସମସ୍ତ ବିକାଶଶୀଳ ଦେଶ ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିବାରେ ଲାଗି ପଡିଥିବା ବେଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କିନ୍ତୁ...

୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌…

ଟୁନିସ୍‌,୨୪।୭: ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଟୁନିସିଆରେ ଜରୁରିକାଳୀନ ପରିସ୍ଥିତି(ଷ୍ଟେଟ୍‌ ଅଫ୍‌ ଏମ୍ରଜେନ୍ସି) ଘୋଷଣା କରାଯିବା ସହିତ ୨୦୨୨ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି...

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ରାଇ’

ମାନିଲା,୧୮।୧୨: ପ୍ରଳୟଙ୍କରୀ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ଫିଲିପାଇନ୍ସରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟାରେ ୩୧ ଜଣଙ୍କ ଜୀବନ ଯାଇଛି। ଏପରିକି ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବା...

‘ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ଭାରତ’

ଓ୍ବାଶିଂଟନ, ୨୩ା୮(ପି.ଟି.): ଆତଙ୍କବାଦ ବିରୋଧରେ ଲଢେଇ ଜାରି ରଖିଥିବା ଭାରତ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରୁ ବୋଲି ଆମେରିକା ରାଷ୍ଟ୍ରପତି...

ଇସ୍ତଫା ଦେଲେ ଶ୍ରୀଲଙ୍କା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନର

କଲମ୍ବୋ,୪।୪: ଶ୍ରୀଲଙ୍କା ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ଏହାର କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି ସମ୍ପର୍କିତ ନିଷ୍ପତ୍ତି ନେବାର ଦିନକ ପୂର୍ବରୁ ଗଭର୍ନର ଅଜିଥ...

ଆଫଗାନ ସେନା ଘାଟିକୁ ତାଲିବାନର ଟାର୍ଗେଟ

କାବୁଲ,୪ା୩(ଏଏଫ୍‌ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।...

ସକାଳୁ ଚା’ ନ ପିଇଲେ କାମ କରୁନି ଘୋଡ଼ା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ !

ଲଣ୍ଡନ,୧।୧୨: କେତେକ ଲୋକ ସକାଳୁ ଚା’ ନ ପିଇଲେ କୌଣସି କାମ କରି ନ ଥାନ୍ତି। ଏଭଳି ଅଭ୍ୟାସ ଲଣ୍ଡନର ମର୍ସିସାଇଡ୍‌ ପୋଲିସ ବିଭାଗରେ ଥିବା...

ଭୋକିଲା ଲୋକଙ୍କ ଉପରେ ଗୁଳି ବର୍ଷା କଲା ପାକିସ୍ତାନ…

ଇସଲାମାବାଦ୍‌,୨୫।୧୦: ଆଫଗାନର ପସ୍ତୁନ ସମ୍ପ୍ରଦାୟଙ୍କ ବନ୍ଧୁ ବୋଲାଉଥିବା ପାକିସ୍ତାନର ବନ୍ଧୁ ଚେହେରା ପଦାରେ ପଡ଼ିଛି। ରବିବାର ଆଫଗାନିସ୍ତାନ ସୀମାରେ ଭୋକିଲା ଶୋଷିଲା ପାସ୍ତୁନଙ୍କ ଉପରେ ପାକିସ୍ତାନ...

Advertisement
Archives

Model This Week