Posted inଜାତୀୟ

ପଦ୍ମ ପୁରସ୍କାର ପାଇଁ ଏପର୍ଯ୍ୟନ୍ତ ଆସିଲାଣି ୨୫ ହଜାର ଆବେଦନ

ନୂଆଦିଲ୍ଲୀ,୩୧।୮: ସମ୍ମାନ ଜନକ ପଦ୍ମ ପୁରସ୍କାର ୨୦୨୦ ପାଇଁ ଏପର୍ଯ୍ୟନ୍ତ ସରକାରଙ୍କ ପାଖରେ ୨୫ ହଜାର ଆବେଦନ ପହଞ୍ଚି ଥିବା ସୂଚନା ମିଳିଛି। ସେପ୍ଟେମ୍ବର ୧୫ ଆବେଦନର ଶେଷ ତାରିଖ ଥିବା ବେଳେ ଆହୁରି କିଛି ଆବେଦନ ପତ୍ର ପହଞ୍ଚିବ ବୋଲି ଅନୁମାନ କରାଯାଉଛି। ପଦ୍ମ ଆଓ୍ବର୍ଡସ ପୋଟାଲ ଅନ୍‌ଲାଇନ୍‌ ମାଧ୍ୟମରେ ଏହି ଆବେଦନ କରାଯାଉଛି। ତେବେ ସରକାରୀ କର୍ମଚାରୀ ଅବା ପବ୍ଲିକ୍‌ ସେକ୍ଟର ଅଣ୍ଡର ଟେକିଂ(ପିଏସ୍‌ୟୁ)ରେ କାମ କରୁଥିବା ବ୍ୟକ୍ତି ବିଶେଷ ଏଥିପାଇଁ ଆବେଦନ କରିପାରିବେ ନାହିଁ। ହେଲେ ଏହି କ୍ଷେତ୍ରରେ ଥିବା ଡାକ୍ତର ଓ ବୈଜ୍ଞାନିକମାନେ ଏଥିପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଆପ୍‌ ଲହରି: କେଜ୍‌ରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପୁଣି ଥରେ କ୍ଷମତାକୁ ଫେରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିଓ୍ବାଲଙ୍କ ନେତୃତ୍ୱରେ ଦଳ ତୃତୀୟ ଥର...

ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ

ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...

ବର୍ଷା ନେଲାଣି ୨ଶହରୁ ଊର୍ଦ୍ଧ୍ୱ ଜୀବନ

ମୁମ୍ବାଇ,୧୫।୯: ମହାରାଷ୍ଟ୍ରରେ ଚଳିତ ଥର ବର୍ଷାରେ ଏପର୍ଯ୍ୟନ୍ତ ୨ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହାଇଥିବା ବେଳେ ୬ଶହରୁ ଊର୍ଦ୍ଧ୍ୱ ପ୍ରାଣୀଙ୍କର ମଧ୍ୟ ମୃତ୍ୟୁ ହୋଇଥିବା କୁହାଯାଉଛି।...

ମନୋଜ ସିହ୍ନା ଜମ୍ମୁ-କଶ୍ମୀରର ନୂଆ ଉପରାଜ୍ୟପାଳ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ...

ପ୍ରଥମଥର ଲାଗି ସଂସଦରେ ପ୍ରଶ୍ନ କଲେ ନାହିଁ ରାହୁଲ

ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ...

୯ କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ମୋଦି ସରକାର ପଠାଇବେ ୧୮ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୨୫ ।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପାଖାପାଖି ୯କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ୧୮ ହଜାର...

ଗୁଜରାଟର ଛଅ ନଗର ନିଗମ ପାଇଁ ମତଦାନ ଜାରି: ପରିବାର ସହ ଯାଇ ଭୋଟ ଦେଲେ ଶାହା

ଅହମଦାବାଦ,୨୧ ।୨: ଗୁଜରାଟର ଅହମଦାବାଦ, ସୁରଟ, ବଡୋଦରା, ଭାବନଗର, ଜାମନଗର ଓ ରାଜକୋଟ ନଗର ନିଗମ ପାଇଁ ରବିବାର ଭୋଟ ଗ୍ରହଣ କରାଯାଉଛି । ଏହି...

ଦେଖୁ ଦେଖୁ ଧସିଗଲା ଘର

ପାଟନା,୫।୭: ବିହାରର ବିଭିନ୍ନ ଅଞ୍ଚଳରେ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ନଦୀଗୁଡ଼ିକ ଫୁଲିଯିବାରୁ ବର୍ତ୍ତମାନ ପ୍ରାୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାରର ମୋତିହାରି, ଦରଭଙ୍ଗା,...

Advertisement


Archives

Model This Week