ପଦ ଛାଡ଼ିଲେ ଡବ୍ଲ୍ୟୁଟିଓ ମୁଖ୍ୟ

ଜାତିସଂଘ, ୧୬ା୫ : ମହାମାରୀ କରୋନା ଭୂତାଣୁ କବଳରେ ବିଶ୍ୱ କଲବଲ ହେଉଥିବା ବେଳେ ବାଣିଜି୍ୟକ ଓ ଆର୍ଥତ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏହି ସମୟରେ ବିଶ୍ୱ ବାଣିଜ୍ୟ ସଙ୍ଗଠନ(ଡବ୍ଲ୍ୟୁଟିଓ)ର ମୁଖ୍ୟ ରୋବେର୍ଟୋ ଆଜେଭେଡୋ ସମାଲୋଚନାର ଶିକାର ହୋଇ ନିଜ ପଦ ଛାଡ଼ିଛନ୍ତି। ଗୁରୁବାର ଅନୁଷ୍ଠିତ ଡବ୍ଲ୍ୟୁଏଚ୍‌ଓ ବୈଠକରେ ସେ ଏଭଳି ଘୋଷଣା କରିଛନ୍ତି। ବର୍ଷକ ପୂର୍ବରୁ ସେ ନିଜ ପଦ ଛାଡ଼ି ଉତ୍ତରାଧିକାରୀ ନିଯୁକ୍ତି ଲାଗି ପଥ ପରିଷ୍କାର କରିଥିବା କହିଛନ୍ତିି। ବାଣିଜି୍ୟକ କାରବାର ହ୍ରାସ ଓ ଆର୍ଥତ୍କ କ୍ଷତି ଯୋଗୁ ତାଙ୍କୁ ହଟାଇବା ଲାଗି ବିଭିନ୍ନ ଆଡ଼ୁ ଚାପ ପଡ଼ୁଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଡବ୍ଲ୍ୟୁଟିଓ କାର୍ଯ୍ୟଧାରାକୁ ସମାଲୋଚନା କରିଥିଲେ। ବାଣିଜି୍ୟକ କ୍ଷତି ସହ ଶିଳ୍ପାୟନକୁ ଅଣଦେଖା କରାଯାଉଛି ବୋଲି ଅଭିଯୋଗ କରିଥିଲେ। ବିକାଶୋନ୍ମୁଖୀ ରାଷ୍ଟ୍ରଗୁଡ଼ିକ ଚାଇନାକୁ ଫାଇଦା ପହଞ୍ଚାଉଥିବା ଅଭିଯୋଗ ଆଣିଥିଲେ। ଭାରତ ସହ ବାଣିଜି୍ୟକ ବିବାଦର ସମାଧାନ ଲାଗି ଆମେରିକା ଡବ୍ଲ୍ୟୁଟିଓ ଉପରେ ଚାପ ପକାଇ ଆସୁଥିଲା। କରୋନା ସ୍ଥିତି ଅଧିକ ଜଟିଳ ପରିସ୍ଥିତି ସୃଷ୍ଟି କରିବାରୁ ବାଧ୍ୟହୋଇ ନିଜ ପଦରୁ ହଟିଯାଇଥିବା ଆଜେଭେଡୋ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri