ଆବଶ୍ୟକ ସାମଗ୍ରୀ: ୨୦୦ ଗ୍ରାମ୍‌ ପନିର୍‌, ମଇଦା ୨.୫ ବଡ ଚାମଚ, କର୍ନ ଫ୍ଲୋର୍‌ ୩ ବଡ ଚାମଚ, ଚାଉଳ ଗୁଣ୍ଡ ଏକ ବଡ ଚାମଚ, ଅଦା ରସୁଣ ପେଷ୍ଟ ୩ ବଡ ଚାମଚ, ଚାଟ୍‌ ମସଲା ଅଧା ବଡ ଚାମଚ, ଲାଲ୍‌ ଲଙ୍କା ପାଉଡର୍‌ ଏକ ଚାମଚ, ଧନିଆ ପାଉଡର୍‌ ଏକ ଚାମଚ, ତେଲ, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ଭୁର୍ସୁଙ୍ଗ ପତ୍ର ଦୁଇ ପାଖୁଡା, ଦହି ଦେଢ ଚାମଚ, ପାଣି, ଲୁଣ ସ୍ବାଦାନୁସାରେ।

ପ୍ରସ୍ତୁତି ପ୍ରଣାଳୀ: ପନିର୍‌କୁ ଛୋଟ ଛୋଟ କ୍ୟୁବ୍‌ କାଟି ଦିଅନ୍ତୁ। ଗୋଟାଏ ପାତ୍ରରେ କର୍ନ ଫ୍ଲୋର୍‌, ଚାଉଳ ଗୁଣ୍ଡ, ଅଦା ରସୁଣ ପେଷ୍ଟ, ସବୁ ମସଲା ଗୁଣ୍ଡ, ଲୁଣ ଏବଂ ଦରକାର ଅନୁଯାୟୀ ପାଣି ଦେଇ ଭଲ ଭାବେ ଗୋଲାଇ ଦିଅନ୍ତୁ। ସେଥିରେ କଟା ପନିର୍‌ ପକାଇ ଗୋଳାନ୍ତୁ ଯେପରି ପେଷ୍ଟ ପନିର ଖଣ୍ଡଗୁଡିକରେ ଭଲ ଭାବେ ଲାଗିବ। ଚୁଲାରେ ଏକ କଡେଇ ବସାଇ ତେଲ ଗରମ କରନ୍ତୁ। ସେଥିରେ ପନିର୍‌କୁ ଲାଲ୍‌ ହେବା ପର୍ଯ୍ୟନ୍ତ ଭାଜନ୍ତୁ। ଅନ୍ୟ ଏକ କଡେଇରେ ଅଳ୍ପ ତେଲ ଗରମ କରି ସେଥିରେ କଟା ପିଆଜ, ଭୁର୍ସୁଙ୍ଗ ପତ୍ର ପକାଇ ଲାଲ୍‌ ହେବା ପର୍ଯ୍ୟନ୍ତ ଭାଜିବା ପରେ ଦହି, ଲଙ୍କା ଗୁଣ୍ଡ, ଲୁଣ ପକାଇ ଅଳ୍ପ ସମୟ ମିଶାଇ ଦିଅନ୍ତୁ। ସେଥିରେ ଛଣା ଯାଇଥିବା ପନିର୍‌କୁ ପକାଇ ୨ ମିନିଟ୍‌ ପର୍ଯ୍ୟନ୍ତ ଗୋଳାଇବା ପରେ ଚୁଲା ବନ୍ଦ କରି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ପନିର୍‌ ୬୫। ଏହାକୁ ଗରମ ଗରମ ସର୍ଭ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri