Posted inଖେଳ

ପନ୍ତଙ୍କୁ ଉପେକ୍ଷା: ପଣ୍ଟିଂ ଚକିତ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ସ୍ଥାନ ନ ମିଳିବା ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ତଥା ଦିଲ୍ଲୀ କ୍ୟାପିଟାଲ୍ସ ହେଡ କୋଚ୍‌ ରିକି ପଣ୍ଟିଂକୁ ଚକିତ କରିଛି। ଅନ୍ତିମ ଏକାଦଶରେ ପନ୍ତ ଏକ୍ସ ଫ୍ୟାକ୍ଟର ରୂପେ ଉଭା ହୋଇଥାନ୍ତେ ବୋଲି ସେ କହିଛନ୍ତି। ଉଇକେଟକିପିଂ ଦୃଷ୍ଟିକୋଣୁ ପନ୍ତଙ୍କୁ ପଛରେ ପକାଇ ଚୟନକର୍ତ୍ତା ଦିନେଶ କାର୍ତ୍ତିକଙ୍କୁ ଦଳରେ ସାମିଲ କରିଥିଲେ। ପନ୍ତ ଜଣେ ପ୍ରତିଭା ସମ୍ପନ୍ନବ୍ୟାଟ୍ସମ୍ୟାନ। ଅତିକମ୍‌ରେ ସେ କ୍ୟାରିୟରରେ ୩ଟି ବିଶ୍ୱକପ୍‌ ଖେଳିବା ଆବଶ୍ୟକ। ଅନ୍ତିମ ଏକାଦଶରେ ସାମିଲ ହୋଇଥିଲେ ପନ୍ତ ଭାରତ ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାନ୍ତେ। ଅବଶ୍ୟ ପନ୍ତଙ୍କୁ ପରେ ବିଶ୍ୱକପ୍‌ ଦଳରେ ଷ୍ଟାଣ୍ଡବାଇ ଭାବେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ସଙ୍କଟରେ ଏହି ୭ ଭାରତୀୟ ଖେଳାଳିଙ୍କ କ୍ୟାରିୟର: ଟିମ ଇଣ୍ଡିଆକୁ ଫେରିବା ରାସ୍ତା କଷ୍ଟକର, ଲିଷ୍ଟରେ ଅଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚରେ ଟି-୨୦ ସିରିଜକୁ ନେଇ କ୍ରିକେଟ ମହଲରେ ଚର୍ଚ୍ଚା ଜୋର ଧରିଛି। ବିସିସିଆଇ ସେପ୍ଟେମ୍ବର ୧ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri