Posted inଖେଳ

ପନ୍ତ ଜେଏସ୍‌ଡବ୍ଲ୍ୟୁର ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ, ୬।୨(ପି.ଟି.)- ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ବୁଧବାର ଏ ନେଇ ଜେଏସ୍‌ଡବ୍ଲ୍ୟୁ ତରଫରୁ ଘୋଷଣା କରାଯାଇଛି। ଇଣ୍ଡିଆନ ପ୍ରିମିୟର ଲଗ୍‌ (ଆଇପିଏଲ୍‌)ରେ ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ପ୍ରତିନିଧିତ୍ୱ କରୁଛନ୍ତି। ଜେଏସ୍‌ଡବ୍ଲ୍ୟୁ ମଧ୍ୟ ଦିଲ୍ଲୀର ଅନ୍ୟତମ ମାଲିକ ହିସାବରେ ଦାୟିତ୍ୱରେ ରହିଛି। ପନ୍ତ ଏହି ଷ୍ଟିଲ୍‌ କମ୍ପାନୀ ସହ ଏକ ୩ ବର୍ଷିୟା ଚୁକ୍ତିରେ ସ୍ବାକ୍ଷର କରିଛନ୍ତି। ଜେଏସ୍‌ଡବ୍ଲ୍ୟୁ ସହ ଜଡିତ ହୋଇଥିବାରୁ ପନ୍ତ ଖୁସି ଜାହିର କରିଛନ୍ତି। ଅନ୍ୟପଟେ ପନ୍ତଙ୍କୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରିଥିବାରୁ ଜେଏସ୍‌ଡବ୍ଲ୍ୟୁ ଆଗକୁ ଫାଇଦାରେ ରହିବ। ଏ ନେଇ ଜେଏସ୍‌ଡବ୍ଲ୍ୟୁ ତରଫରୁ ପାର୍ଥ ଜିନ୍ଦଲ ସନ୍ତୋଷ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ କରିବ ଓପନିଂ: ସ୍ପଷ୍ଟ କଲେ କୋହଲି

ଦୁବାଇ,୧୮।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ପାଇଁ କିଏ ଓପନିଂ କରିବ? ଇଂଲଣ୍ଡ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ ପୂର୍ବରୁ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି...

ମିଳିଲାନି ସୁଯୋଗ, ସ୍ବଦେଶ ଫେରିଲେ କୁଳଦୀପ

ନୂଆଦିଲ୍ଲୀ,୨୭।୯: ବାମହାତୀ ସ୍ପିନର କୁଳଦୀପ ଯାଦବଙ୍କ ପାଇଁ କିଛି ବି ଠିକ୍‌ ଚାଲୁନାହିଁ। ଫର୍ମ ହରାଇବା ପର ଠାରୁ ତାଙ୍କୁ ଜାତୀୟ ଦଳ କଥା ଛାଡ଼ନ୍ତୁ,...

ଜୟପୁର ପିଙ୍କ୍‌ ପାନ୍ଥର୍ସ ବିଜୟୀ

ପାଟନା, ୪ା୮ (ପି.ଟି.)-ଚଳିତ ଭିଭୋ ପ୍ରୋ-କବାଡ଼ି ସିଜନ-୭ରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଜୟପୁର ପିଙ୍କ୍‌ ପାନ୍ଥର୍ସ ବିଜୟ ଲାଭ କରିଛି। ଦଳ ୩୪-୨୧ରେ ପାଟନା ପାଇରେଟ୍ସକୁ...

ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ

ନୂଆଦିଲ୍ଲୀ,୩୧।୧(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହାଙ୍କୁ ଆଉ ଏକ ନୂଆ ଗୁରୁଦାୟିତ୍ୱ ମିଳିଛି। ସେ ଏସିଆନ୍‌ କ୍ରିକେଟ କାଉନସିଲ (ଏସିସି)ର...

ଆହତ ମିଚେଲ ଆଇପିଏଲରୁ ଓହରିଲେ, ଜାସନ ହୋଲ୍ଡର ବଦଳ ଖେଳାଳି

ଦୁବାଇ, ୨୪।୯(ପି.ଟି.)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମିଚେଲ ମାର୍ଶ ଗୋଟିଏ ମ୍ୟାଚ ଖେଳି ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରୁ ଓହରି ଯାଇଛନ୍ତି। ସନ୍‌ରାଇଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା...

ରିଷି କପୁରଙ୍କ ଦେହାନ୍ତରେ ସଚିନ, କୋହଲିଙ୍କ ଶ୍ରଦ୍ଧାଞ୍ଜଳି

ନୁଆଦିଲ୍ଲୀ,୩୦।୪ (ପି.ଟି.): କିମ୍ବଦନ୍ତୀ ବଲିଉଡ ଅଭିନେତା ରିଷି କପୁରଙ୍କ ଦେହାନ୍ତରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଯାଇଛି। ରିଷିଙ୍କୁ ଭାରତୀୟ କ୍ରୀଡ଼ାର ବଡ଼ବଡ଼ ତାରକାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।...

ଅହମଦାବାଦରେ ଖେଳାଯିବ ଆଇପିଏଲ୍‌ ଫାଇନାଲ୍‌

ନୂଆଦିଲ୍ଲୀ,୩।୫ : ଚଳିତ ଆଇପିଏଲ୍‌ ସଂସ୍କରଣର ଫାଇନାଲ ଆସନ୍ତା ୨୯ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ...

ଜାତୀୟ ସିନିୟର ଏକଦିବସୀୟ ମହିଳା କ୍ରିକେଟ: ସୁଶ୍ରୀ, ମଧୁସ୍ମିତା ଓଡ଼ିଶାକୁ ବିଜୟୀ କଲେ

ଭୁବନେଶ୍ୱର,୧୭।୩(ସ୍ପୋଟର୍‌ସ ବ୍ୟୁରୋ): ସୁଶ୍ରୀ ଦିବ୍ୟଦର୍ଶନୀ ପ୍ରଧାନଙ୍କ ଚମତ୍କାର ବ୍ୟାଟିଂ ଏବଂ ଅଧିନାୟିକା ମଧୁସ୍ମିତା ବେହେରାଙ୍କ ୫ ଉଇକେଟ ସଫଳତା ବଳରେ ଓଡ଼ିଶା ସୁରଟ୍‌ର ସି.କେ. ପିଥାଓ୍ବାଲା...

Advertisement
Archives

Model This Week