Posted inରାଜ୍ୟ

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ଜଣ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ମୃତ ୨ଜଣ ହେଲେ କୁମଣ୍ଡର ଚଣ୍ଡିଛକର ରଞ୍ଜନ ସାହୁ ଓ ବାଳୁଆକଟାର ସୁଜାତା ସାହୁ ବୋଲି ଜଣାପଡ଼ିଛି। ଉଭୟ ସମ୍ପର୍କରେ ଶଳା ଭାଉଜ ଓ ଭେଣେଇ। ସୂଚନାଯୋଗ୍ୟ, ଉଭୟ ୩-୪ ଦିନ ହେଲା ଘରୁ ଫେରାର ହୋଇଯାଇଥିଲେ। ତେବେ ଶନିବାର ସକାଳେ ଉକ୍ତ ଜଙ୍ଗଲରୁ ସେମାନଙ୍କ ମୃତଦେହ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ)-ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩୦ଦିନ ପୂର୍ବରୁ ଶେଷ ହୋଇଛି। କୋଭିଡ୍‌ କଟକଣା ଭିତରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ...

ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି...

ବାହାର ଜିଲାବାସୀଙ୍କୁ ପୁରୀ ସ୍ବର୍ଗଦ୍ୱାର ମନା: ହାଇକୋର୍ଟରେ ମାମଲ

କଟକ ଅଫିସ,୧୪।୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ବାହାର ଜିଲାବାସୀଙ୍କୁ ବାରଣ କରାଯାଇଛି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ...

ଚଳିତବର୍ଷ ଦେଢ଼ଲକ୍ଷ ହେକ୍ଟର ବନୀକରଣ

ଭୁବନେଶ୍ୱର, ୬।୭(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରାଜ୍ୟରେ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟ...

ସକ୍ରିୟ, ସଜାଗ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ, ୨୮ା୫: ଜୁଲାଇ ୧ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଗୁରୁତ୍ୱପୂର୍ଣ୍ଣ ରୀତିନୀତି...

ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ

ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍‌ରେ...

ପୋଷ୍ଟ ଅଫିସରେ ସିବିଆଇ: ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର, ଏଜେଣ୍ଟ ଗିରଫ

ରାଉରକେଲା ଅଫିସ,୨୭।୨: ଜଣେ ଜମାକାରୀଙ୍କ ପାଖରୁ ୨ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ରାଉରକେଲା ହେଡ୍‌ ପୋଷ୍ଟ ଅଫିସର ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନ ବେହେରା ଏବଂ...

ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତି: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୪।୧: ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତିର ସିବିଆଇ ତଦନ୍ତ କରାଯିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀଙ୍କ ଅର୍ଜିକୁ ଏତଲା ଭାବେ ଗ୍ରହଣ କରି ତଦନ୍ତ...

Advertisement
Archives

Model This Week