ପରଦାକୁ ଆସିବ ‘ସତ୍ୟମେବ ଜୟତେ’ର ସିକ୍ୱେଲ, ପ୍ରଥମ ପୋଷ୍ଟର ରିଲିଜ୍‌

ଅଭିନେତା ଜନ୍‌ ଆବ୍ରାହମ୍‌ଙ୍କ ଆକ୍ସନ, ଡ୍ରାମା ଧର୍ମୀ ଫିଲ୍ମ ‘ସତ୍ୟମେବ ଜୟତେ’ ୨୦୧୮ରେ ମୁକ୍ତିଲାଭ କରିଥିଲା। ଫିଲ୍ମଟି ବକ୍ସ ଅଫିସରେ ସଫଳ ମଧ୍ୟ ହୋଇଥିଲା। ଏବେ ଜନ୍‌ ଏହାର ସିକ୍ୱେଲର ଘୋଷଣା କରିବା ସହ ଫିଲ୍ମର ପ୍ରଥମ ପୋଷ୍ଟର ମଧ୍ୟ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ପୋଷ୍ଟରରେ ଜନ୍‌ଙ୍କ ବଡ଼ି ସାଙ୍ଗକୁ ଛାତିରେ ତ୍ରିରଙ୍ଗା କରିଥିବା ଦେଖିବାକୁ ମିଳିଛି। ଏଥିରେ ଲେଖାଯାଇଛି, ‘ତନ୍‌ ମନ୍‌ ଧନ୍‌ ଠାରୁ ବଡ଼ ଜନ, ଗଣ, ମନ’। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ରହିଛନ୍ତି ମିଲାପ ଜାଗେରୀ। ଏହା ଆଗାମୀ ବର୍ଷ ଅକ୍ଟୋବର ୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀ ଅବସରରେ ରିଲିଜ୍‌ ହେବ। ଏଥିରେ ଜନ୍‌ଙ୍କ ବିପକ୍ଷରେ ଅଭିନେତ୍ରୀ ସାଜିବେ ଦିବ୍ୟା ଖୋସଲା କୁମାର। ଫିଲ୍ମର ପ୍ରଯୋଜନା ଦାୟିତ୍ୱରେ ରହିଛନ୍ତି ଭୂଷଣ କୁମାର, କୃଷ୍ଣ କୁମାର, ମୋନିଷା ଆଡଭାନୀ , ନିଖିଲ ଆଡଭାନୀ ଓ ମଧୁ ଭୋଜବାନୀ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମରେ ପଡ଼ିଛନ୍ତି ବିଗ୍‌ ବିଙ୍କ ନାତୁଣୀ

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲୀ ନନ୍ଦା। ଏପରି କିଛି ଚର୍ଚ୍ଚା ହେଉଛି ବଲିଉଡ୍‌ ଗଳିକନ୍ଦିରେ। ନୂଆ ସୂଚନାନୁଯାୟୀ...

ସୁଶାନ୍ତଙ୍କ ପାଇଁ ଡାଏରୀ ଲେଖୁଥିଲେ ଛାତ୍ରୀ, ମୃତ୍ୟୁ ଖବର ପାଇ ହାରିଲେ ଜୀବନ

ମୁମ୍ବାଇ: ବଲିଉଡ୍‌ ଆକ୍ଟର ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପ୍ରଶଂସକମାନେ ଜଣକ ପରେ ଜଣେ ଆତ୍ମହତ୍ୟା କରିଚାଲିଛନ୍ତି। ଏବେ ଆଉ ଜଣେ ପ୍ରଶଂସକ...

‘ପାପ ବଢ଼ିଲେ ହୁଏ ସର୍ବନାଶ’

ମୁମ୍ବାଇ,୩୦।୬: ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ ଏବେ ରାଜ୍ୟ ନୂଆ ସରକାର ଗଢିବା ପାଇଁ ଭାଜପା ପସ୍ତୁତ ହେଉଛି। ଏହି ସମୟରେ...

ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ବଡ ଅଭିନେତା ହେଉଛନ୍ତି ରଜନୀକାନ୍ତ। ସେ ରୋବଟ, ଲିଙ୍ଗା, ଶିବାଜୀ ଦି ବସ ଏବଂ ୨.୦ ଭଳି ଏକରୁ ଅଧିକ...

ଅବେଳରେ ଝଡି ପଡିଲେ ଏହି ଅଭିନେତ୍ରୀ

‘ଛିଛୋରେ’ ସମେତ ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ଅଭିଲାଷା ପାଟିଲ କରୋନା ଯୁଦ୍ଧରେ ହାରି ଯାଇଛନ୍ତି। ଅଭିଳାଷା ଏକ ଏକ ଶୁଟିଂରେ ବନାରସ...

ମହାରାଷ୍ଟ୍ରରେ ଖୋଲିଲା ସିନେମା ହଲ୍‌: ଦର୍ଶକେ ଦେଖିବେ ଡିଡିଏଲ୍‌

ମୁମ୍ବାଇ,୬ ।୧୧: କରୋନା ମହାମାରୀ କାରଣରୁ ପ୍ରାୟ ସାରା ଦେଶରେ ସିନେମା ହଲ୍ ବନ୍ଦ ଥିବା ବେଳେ ଏବେ କିଛି କିଛି ରାଜ୍ୟରେ ଏହା ଖୋଲୁଥିବା...

ସ୍ବାସ୍ଥାବସ୍ଥାକୁ ନେଇ ମୁହଁ ଖୋଲିଲେ ସାମନ୍ଥା, କହିଲେ ‘ମୁଁ ଏ ପର୍ଯ୍ୟନ୍ତ ମରି ନାହିଁ’

ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଅପକମିଙ୍ଗ୍‌ ଫିଲ୍ମ ‘ଯଶୋଦା’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ଫିଲ୍ମର ପ୍ରମୋଶନରେ ଲାଗିପଡିଛନ୍ତି। ଏହାରି ମଧ୍ୟରେ ଅଭିନେତ୍ରୀ ଏକ...

ସୈଫ୍‌ଙ୍କ ଦ୍ୱିତୀୟ ବିବାହ ଦିନ ଝିଅ ସାରାଙ୍କୁ ଅମୃତା କ’ଣ ଗିଫ୍ଟ କରିଥିଲେ ଜାଣନ୍ତୁ

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ଙ୍କ ପିତା ସୈଫ୍‌ଙ୍କ ବିବାହ ଦିନ ମାଆ ଅମୃତା ତାଙ୍କୁ ଗିଫ୍ଟ କରିଥିଲେ ସବୁଠୁ ସୁନ୍ଦର ଲେହେଙ୍ଗା। ଏକଥା ସାରା ନିଜେ...

Advertisement
Archives

Model This Week