ପରଦାକୁ ଆସୁଛି ‘ଇଣ୍ଡିଆନ୍‌-୨’

ସୁପରଷ୍ଟାର କମଲ ହାସନ ନିଜ ଆଗାମୀ ଫିଲ୍ମ ଇଣ୍ଡିଆନ୍‌-୨କୁ ନେଇ ବ୍ୟସ୍ତ ଅଛନ୍ତି। ପାଖାପାଖି ୪୦ କୋଟି ଟଙ୍କାରେ ନିର୍ମିତ ଏହି ଫିଲ୍ମର ଶୁଟିଂ ଏବେ ଭୋପାଳରେ ଚାଲିଛି। ଫିଲ୍ମଟି ଆକ୍ସନ ଥ୍ରୀଲର୍‌ ଉପରେ ଆଧାରିତ ହୋଇଛି। ଫିଲ୍ମରେ ଅଭିନେତା ଅନିଲ କପୁରଙ୍କୁ ନେଗେଟିଭ୍‌ ଚରିତ୍ରରେ ଦେଖିବାକୁ ମିଳିବ। ଫିଲ୍ମଟି ୧୯୯୬ ମସିହାରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଇଣ୍ଡିଆନ୍‌’ର ସିିକ୍ୱେଲ ବୋଲି କୁହାଯାଉଛି। କମଲ ହାସନଙ୍କ ବ୍ୟତୀତ ଫିଲ୍ମରେ ସିଦ୍ଧର୍ଥ, ରକୁଲ ପ୍ରୀତ ସିଂ ଏବଂ କାଜଲ ଅଗ୍ରଓ୍ବାଲ ମୁଖ୍ୟ ଚରିତ୍ରରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ସୁରକ୍ଷାକୁ ନେଇ ଆଲର୍ଟରେ ମୁମ୍ବାଇ ପୋଲିସ: ଅଭିନେତାଙ୍କ ଘର ବାହାରେ ପ୍ରଂଶସକଙ୍କୁ ବାରଣ

ମୁମ୍ବାଇ,୨୧।୩: ନିକଟରେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କୁ ଧମକପୂର୍ଣ୍ଣ ଏକ ଇମେଲ୍‌ ମିଳିଥିଲା। ଏହାପରେ ମୁମ୍ବାଇ ପୋଲିସ ଅଭିନେତାଙ୍କ ଘର ବାହାରେ ସୁରକ୍ଷାକୁ କଡ଼ାକଡ଼ି କରିଦେଇଛି।...

ଓଟିଟି ପ୍ଲାଟଫର୍ମରେ କ୍ରାଇମ ସିରିଜ ଜୌନପୁର

ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ଏବଂ ଦୃତ ଅଭିବୃଦ୍ଧିଶୀଳ ଓଟିଟି ପ୍ଲାଟ୍‌ଫର୍ମରେ ଏକ ନୂତନ କ୍ରାଇମ୍‌ ସିରିଜ୍‌ ‘ଜୌନପୁର’ର ପ୍ରିମିୟର ଶୁଭାରମ୍ଭ ହୋଇଛି। ଏହି ସିରିଜ୍‌ରେ...

ରଞ୍ଜନଙ୍କ ୨୦୧୯-୨୦ ଯାତ୍ରା

୨୦୧୯-୨୦ ଯାତ୍ରା ସିଜନ୍‌ ପାଇଁ ଯାତ୍ରାନୁଷ୍ଠାନଗୁଡ଼ିକର ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ଆଉ ଯାହା ହେବ ଫିଲ୍‌ଡରେ (ଯାତ୍ରା ହେଉଥିବା ସ୍ଥାନରେ) ହେବ। ୨୦୧୯-୨୦ ଯାତ୍ରାବର୍ଷ...

ସୁଶାନ୍ତଙ୍କ ଟଙ୍କାରେ ୟୁରୋପ ଯାତ୍ରା କରିଛନ୍ତି ଏହି ଅଭିନେତ୍ରୀ, ଏବେ ଦେଲେ ଏମିତି ଉତ୍ତର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କୁ ଏହି ଘଟଣାର...

ବକ୍ସ ଅଫିସ୍‌ରେ ସାଉଥ୍‌ ଫିଲ୍ମର ରାଜ୍‌: ପଛକୁ ପଛ ଖଞ୍ଜି ହୋଇ ରହିଛି ଆକ୍ସନ ମୁଭି

ଏବେ ବକ୍ସ ଅଫିସରେ ଚାଲିଛି ସାଉଥ୍‌ ଫିଲ୍ମର ରାଜ। ଦର୍ଶକ ଏହାକୁ ଖୁବ୍‌ ପସନ୍ଦ କରୁଛନ୍ତି। ଗୋଟିଏ ପରେ ଗୋଟିଏ ଫିଲ୍ମ ତାର ଗୀତ ଆକ୍ସନ...

ସୁଶାନ୍ତ ଆତ୍ମହତ୍ୟା ମାମଲା: ସାମ୍ନାକୁ ଆସିଲା ଆଉ ଏକ ଭିଡିଓ, ପଣ୍ଡିତ କହିଲେ…

ମୁମ୍ବାଇ,୧୦ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ପ୍ରାୟ ୨ ମାସ ପରେ ତାଙ୍କ ଜୀବନ ସହ ଜଡ଼ିତ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି।...

ଭାଇଙ୍କ ପାଇଁ କନ୍ୟା ଖୋଜି ବାହାରିଲେ ନେହା, ଜାଣନ୍ତୁ କିଏ ହେବେ ଭାଉଜ

ମୁମ୍ବାଇ: ଚଳିତ ସପ୍ତାହ ଶେଷସୁଦ୍ଧା ବିଗ ବସ୍‌-୧୪ରେ ଅନେକ ଅତିଥିଙ୍କୁ ଦେଖିବାକୁ ମିଳିବ। କାମ୍ୟା ପଞ୍ଜାବୀ ଏବଂ ଦେବୋଲିନା ଭଟ୍ଟାଚାର୍ଯ୍ୟ ଶୋ’ରେ ତୀକ୍ଷ୍ଣ ପ୍ରଶ୍ନ ପଚାରିବାକୁ...

ରିଲିଜ ଅପେକ୍ଷାରେ ବୈଶାଳୀ

ଓଡ଼ିଆ ସିନେମା ‘ବୈଶାଳୀ’ ଚଳିତ ମାସ ୧୯ରେ ପରଦା ଉପରକୁ ଆସୁଛି। ଏହି ଫିଲ୍ମରୁ ନିଜର ଆକ୍ଟିଂ କ୍ୟାରିୟର ଆରମ୍ଭ କରୁଛନ୍ତି ନବାଗତ ଡ. ପ୍ରୀତ୍‌।...

Advertisement
Archives

Model This Week