ପରଦାରେ ‘ଛିଛୋରେ’: ପସନ୍ଦ ଆସୁଛି ସୁଶାନ୍ତ-ଶ୍ରଦ୍ଧାଙ୍କ କଲେଜ ଦିନର କାହାଣୀ

ମୁମ୍ବାଇ: ପରଦାରେ ସୁଶାନ୍ତ ସିଂ ରାଜପୁତ ଏବଂ ଶ୍ରଦ୍ଧା କପୁର ଅଭିନୀତ ଫିଲ୍ମ ‘ଛିଛୋରେ’। ଆମିର ଖାନ୍‌ଙ୍କ ‘ଥ୍ରି ଇଡିଅଟ୍‌ସ’ ଭଳି ଏଥିରେ ରହିଛି କଲେଜ ଦିନର ଛାପ। ନୀତେଶ ତିଓ୍ବାରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି। ଫିଲ୍ମରେ ସୁଶାନ୍ତଙ୍କ କାମକୁ ବେଶ ପସନ୍ଦ କରାଯାଉଛି। ସେହିଭଳି ଶ୍ରଦ୍ଧାଙ୍କ ଅଭିନୟ ମଧ୍ୟ କୌଣସି ଗୁଣରେ କମ୍‌ ନୁହେଁ ବୋଲି କୁହାଯାଉଛି। ଫିଲ୍ମରେ ସୁଶାନ୍ତ-ଶ୍ରଦ୍ଧାଙ୍କ ଛଡ଼ା ବରୁଣ ଶର୍ମା, ପ୍ରତୀକ ବବ୍ବର, ତାହିର ରାଜ ଭାସିନ୍‌ ଏବଂ ନବୀନ ପୋଲିସେଟ୍ଟୀଙ୍କୁ ଦେଖିବାକୁ ମିଳୁଛି। ଏହା ସ୍କୁଲ ଓ କଲେଜ ସମୟ ମନେ ପକାଉଛି। ଦର୍ଶକଙ୍କୁ ଫିଲ୍ମଟି ପସନ୍ଦ ଆସୁଥିବାରୁ ଆଗାମୀ ଦିନରେ ଏହା ହିଟ୍‌ ସାବ୍ୟସ୍ତ ହେବା ସହ ଭଲ ବ୍ୟବସାୟ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଗିଗଲେ ଏହି ଅଭିନେତ୍ରୀ, ମିଡିଆକୁ ‘ବିପଜ୍ଜନକ କୁକୁର’ ସହ କଲେ ତୁଳନା

ସାଉଥ ସିନେମାର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ଅକ୍କିନେନି ଆଜିକାଲି ସ୍ବାମୀ ନାଗା ଚେତନ୍ୟଙ୍କ ସହ ତାଙ୍କ ଫାଟ ସମ୍ପର୍କ ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ବିଷୟରେ କୁହାଯାଉଛି...

ବିବାହ କରିବାକୁ ଚାହୁଁଛନ୍ତି ବଲିଉଡ୍‌ର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଶମିତା ଶେଟ୍ଟୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଅନେକ ସମୟରେ ସେ ଭଉଣୀ ଶିଳ୍ପା ଶେଟ୍ଟୀଙ୍କ ସହ ଫଟୋ ଶେୟାର କରି ଚର୍ଚ୍ଚାରେ...

ଇନ୍‌ଷ୍ଟାଗ୍ରାମରେ ଡେବ୍ୟୁ କରି ରେକର୍ଡ ସୃଷ୍ଟି କଲେ ଜେନିଫର୍‌

ହଲିଉଡ୍‌ ଅଭିନେତ୍ରୀ ଜେନିଫର୍‌ ଏନିଷ୍ଟନ୍‌ ପ୍ରତିଦିନ ପ୍ରଶଂସକମାନଙ୍କୁ କିଛି ନା କିଛି ସର୍‌ପ୍ରାଇଜ୍‌ ଦେଉଛନ୍ତି। ଏବେ ସୋସିଆଲ ମିଡିଆ ଜରିଆରେ ସେ ପ୍ରଶଂସକଙ୍କ ଆହୁରି ନିକଟତର...

୨୦୨୧ରେ ହାତକୁ ଦୁଇହାତ ହେବେ ଏସବୁ ଯୋଡ଼ି: ତାଲିକା ଶୀର୍ଷରେ…

ବମ୍ବେ: ବଲିଉଡ୍‌ରେ ଏବେ ଚାଲିଛି ବିବାହ ସିଜନ। ଗୋଟିଏ ପରେ ଗୋଟିଏ ସେଲିବ୍ରିଟି ବିବାହ ବନ୍ଧନରେ ଆବଦ୍ଧ ହେଉଛନ୍ତି। କରୋନା ମହାମାରୀ ଯୋଗୁ ବେଶ୍‌ ପ୍ରଭାବିତ...

ଯୋଦ୍ଧାଙ୍କ ପାଇଁ ଆଗକୁ ଆସିଲା ବଲିଉଡ: ରଣବୀର-ଆଲିଆଙ୍କ ଭ୍ୟାନିଟି ଭ୍ୟାନ୍‌ ବ୍ୟବହାର କରିବ ମୁମ୍ବାଇ ପୋଲିସ

ବମ୍ବେ: କରୋନାର ଦ୍ୱିତୀୟ ଲହରର ସବୁଠାରୁ ଅଧିକ ପ୍ରଭାବ ପଡ଼ିଛି ମହାରାଷ୍ଟ୍ରରେ। ସଂକ୍ରମଣକୁ ରୋକିବା ଲାଗି କର୍ଫ୍ୟୁ ଲଗାଯାଇଛି। ଏସବୁ ମଧ୍ୟରେ ପୋଲିସ କର୍ମଚାରୀମାନେ ଆଗଧାଡ଼ିରେ...

ଯାତ୍ରା: ‘ଗୋଟିଏ ଡୋଳାରେ ସୀତା ଗୋଟିଏ ଡୋଳାରେ ଗଙ୍ଗା’

ଓଡ଼ିଆରେ ଏକ ଅତି ଲୋକପ୍ରିୟ ଶ୍ରୀଜଗନ୍ନାଥ ଭଜନ ରହିଛି, ଯାହାର ପ୍ରଥମ ପଦ ବା ମୁଖୁଡ଼ା ହେଉଛି : ଗୋଟିଏ ଡୋଳାରେ ତା’ର ରାଧା ନାଚୁଛି/ଆଉ...

ଭାଇରାଲ ହେଉଛି ବଲିଉଡ୍‌ ଅଭିନେତ୍ରୀଙ୍କ ପୁରୁଷ ରୂପ

ବମ୍ବେ: ଭାରତୀୟ କ୍ରିକେଟରଙ୍କ ‘ଫିମେଲ୍‌ ଭର୍ସନ’ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏବେ ବଲିଉଡ୍‌ ଅଭିନେତ୍ରୀଙ୍କ ପୁରୁଷ ରୂପ ଚର୍ଚ୍ଚାରେ। ଦୀପିକା ପାଦ୍ୟୁକୋନ୍‌ଠାରୁ ଆରମ୍ଭ...

ବାଇଡେନ-କମଲାଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ପ୍ରିୟଙ୍କା କହିଲେ ବଡ ସ୍ୱପ୍ନ ଦେଖ

ମୁମ୍ବାଇ: ବଲିଉଡ୍ ତଥା ହଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନସ୍ ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର...

Advertisement
Seven Jackpot


Archives

Model This Week