ପରପାରିରେ ଶତାୟୁ ପଣ୍ଡିତ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ଅଧୀନ ଫଗୁଣା ଗ୍ରାମର ଦିନବନ୍ଧୁ ଶତପଥୀ (୧୧୦)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ ଜଣେ ଏକେଶ୍ୱରବାଦୀ ତଥା ଜଗନ୍ନାଥଙ୍କର ପରମଭକ୍ତ ଥିଲେ। ଜଣେ ବିଦ୍ୱାନ ପଣ୍ଡିତ ଭାବେ ମଧ୍ୟ ଘରେ ଘରେ ପରିଚିତ ଥିଲେ ା ଜଗନ୍ନାଥ ସଂସ୍କୃତି ପ୍ରଚାରରେ ସେ ଅଧିକାଂଶ ସମୟ ବିତାଇଥିଲେ। ଗ୍ରାମର ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠାରେ ତାଙ୍କର ପ୍ରମୁଖ ସହଯୋଗ ଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମରେ ତାଙ୍କର ଅବଦାନ ରହୁଥିଲା। ବୟସାଧିକ ସତ୍ତ୍ୱେ ସେ ନିତ୍ୟକର୍ମ ପାଇଁ କାହାରି ଉପରେ ନିର୍ଭର କରି ନ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପୁଅ, ଝିଅ, ନାତୁଣୀନାତି ଉପସ୍ଥିତ ଥିଲେ ା ତାଙ୍କର ମରଶରୀର ଗ୍ରାମରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଓଟ ପିଠିରେ ବସି ପ୍ରଚାର

ବାରିପଦା ଅଫିସ,୧୨ା୨: କରୋନା କଟକଣାକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏକାଧିକ ଲୋକଙ୍କୁ ନେଇ ସଭାସମିତି ଓ ରାଲିକୁ ବାରଣ କରାଯାଇଛି। ଫଳରେ ପ୍ରାର୍ଥୀମାନେ...

୧୬ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୧୦।୬: ଆସନ୍ତା ୧୬ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷା ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ...

କଳା ପଲସର ଆତଙ୍କ: ଆଖିପିଛୁଳାକେ ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ

ପାଟଣା,୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣାରେ କଳା ପଲସରର ଆତଙ୍କ ଦେଖାଦେଇଛି। ପାଟଣାମୁଖ୍ୟାଳୟ ତହସିଲ ସାମ୍ନାରୁ ମଙ୍ଗଳବାର କଳା ପଲସରରେ ୨ ଦୁର୍ବୃତ୍ତ ଆସି ବାଇକ ଡିକି...

ସମୟ ସୀମା ଶେଷ ସତ୍ତ୍ୱେ ସରୁନି ରାସ୍ତା କାମ

ବଳଙ୍ଗା,୪।୩(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ସଡ଼କଠାରୁ ଆରମ୍ଭ କରି ଜଳ, ବିଦ୍ୟୁତ୍‌ ଭଳି ସବୁ କ୍ଷେତ୍ରରେ ବିକାଶ କରିବା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ...

ପୁଣି ସ୍ଥିତି ଜାହିର କଲେ ମାଓବାଦୀ: ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର ବ୍ୟାନର

ଫୁଲବାଣୀ ଅଫିସ,୧୮।୫: କିଛିଦିନର ନୀରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି। ଜିଲାର ବାଲିଗୁଡ଼ା ଥାନା ଲଣ୍ଡା...

ନାବାଳକଙ୍କୁ ପଥର ଛେଚି ହତ୍ୟା

କୋରାପୁଟ,୧୬ା୪(ସ୍ବ.ପ୍ର): ମୋବାଇଲ ଗେମ୍‌ ନିଶାରେ ପିଲା ଓ ଯୁବକମାନେ ଏତେ ଆସକ୍ତ ହୋଇପଡ଼ୁଛନ୍ତି ଯେ ସେମାନେ ଜଘନ୍ୟ କାଣ୍ଡ ଘଟାଇବାକୁ ପଛାଉନାହାନ୍ତି। କୋରାପୁଟ ଜିଲାରେ ଗୁରୁବାର...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ...

ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ...

Advertisement
Archives

Model This Week