Posted inଜାତୀୟ

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଶନିବାର ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ଅସ୍ବାଭାବିକ ହୃଦ୍‌ସ୍ପନ୍ଦନ ଯୋଗୁ ତାଙ୍କୁ ଦିଲ୍ଲୀସ୍ଥିତ ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଅପରାହ୍ନ ୩ଟା ୧୫ରେ ତାଙ୍କର ଏକ ଷ୍ଟ୍ରୋକ୍‌ ହେବା ସହ ୩ଟା ୫୫ରେ ପରଲୋକ ହୋଇଥିଲା ବୋଲି ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟର ନିର୍ଦ୍ଦେଶକ ଡା. ଅଶୋକ ସେଠ ପ୍ରକାଶ କରିଛନ୍ତି। ସେ ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିବା ବେଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ସର୍ବାଧିକ ୧୫ ବର୍ଷ କାଳ ଶାସନ କ୍ଷମତା ହାତେଇଥିଲେ। ୨୦୧୪ରେ ୫ ମାସପାଇଁ ସେ କେରଳର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ ପଞ୍ଚାୟତରେ ସ୍ଥାପିତ ହେବ ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ଲକ୍ଷ୍ନୌ,୨୨।୭: ଏବେ ପ୍ରତି ଗ୍ରାମ ପଞ୍ଚାୟତରେ ଗ୍ରାମ ସଚିବାଳୟ ସ୍ଥାପନ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି।...

ରୋଗ ଚିହ୍ନଟ ନ ହୋଇ ପୁଅଙ୍କ ମୃତ୍ୟୁ ହେବାରୁ ମା’ ହେଲେ ଡାକ୍ତରାଣୀ: ମାଗଣାରେ କରୁଛନ୍ତି ଚିକିତ୍ସା

ମିରଟ,୨୯।୧୦: ସବୁ ଦୁଃଖ, କଷ୍ଟ ଓ ବିପଦରୁ ନିଜ ପିଲାଙ୍କୁ ଘଣ୍ଟ ଘୋଡାଇ ରଖିଥାଏ ମା’। କିନ୍ତୁ ପିଲାକୁ ଟିକେ ଆଘାତ ଲାଗିଲେ ସେ ଭାଙ୍ଗିପଡ଼େ।...

ବନ୍ଧୁ ପାଇଁ ଉପହାର

ଆଜି ହେଉଛି ବନ୍ଧୁତା ଦିବସ। ଏହାକୁ ପାଳନ କରିବା ପାଇଁ ଆଗରୁ ପ୍ଲାନିଂ ସରିଥିବ। କେହି କେହି ଉପହାର ବି ଆଣି ରଖିଥିବେ। ତେବେ ଯେଉଁମାନେ...

ଦେଶ ବିଭାଜନ ମୃତକଙ୍କ ପାଇଁ ସଂସଦରେ ଶୋକ ପ୍ରସ୍ତାବ ଆଣନ୍ତୁ ଭାରତ-ପାକିସ୍ତାନ ସରକାର…

ଚଣ୍ଡିଗଡ଼, ୧୬।୮ : ଶ୍ରୀ ଅକାଳ ତଖତ୍‌ ସାହେବ ଜାଠେଦାର ଜ୍ଞାନୀ ହରପ୍ରୀତ ସିଂ କହିଛନ୍ତି ଯେ ଦେଶ ବିଭାଜନ ସମୟରେ ପ୍ରାଣ ହରାଇଥିବା ଏବଂ...

ପାଠପଢ଼ା ଚାପ: ଆତ୍ମହତ୍ୟା କଲେ ୯ମ ଛାତ୍ର

ଚେନ୍ନାଇ,୨୫।୮: ପାଠପଢ଼ା ଚାପ ସମ୍ଭାଳି ନ ପାରି ତାମିଲନାଡ଼ୁ ଥିରୁଭରୁର ଜିଲା ସ୍ଥିତ ଏକ ଘରୋଇ ସ୍କୁଲର ୯ମ ଶ୍ରେଣୀ ଛାତ୍ର ନିଜ ଦେହରେ ନିଆଁ...

ଭାଜପାକୁ ଚେତାଇଲେ ମମତା: କହିଲେ ‘ମୁଁ ଜଣେ ହିନ୍ଦୁ, ମୋ ସହ ହିନ୍ଦୁ କାର୍ଡ ଖେଳନାହିଁ’

ନନ୍ଦିଗ୍ରାମ,୯।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଛକାପଞ୍ଝା ଲାଗି ରହିଛି। ଏଭଳି ପରିସ୍ଥିତିରେ ଭାଜପା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଟାକ୍ଷ କରୁଥିବା ବେଳେ ମଙ୍ଗଳବାର...

ଭାରତରେ ନୂଆ ପ୍ରଜାତିର ବାଦୁଡି ସନ୍ଧାନ

ନୂଆଦିଲ୍ଲୀ,୨୩।୮: ଅନ୍ତର୍ଜାତୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ ଭାରତ ଏବଂ ଶ୍ରୀଲଙ୍କାରେ ଏକ ନୂତନ ପ୍ରଜାତିର ବାଦୁଡି ସନ୍ଧାନ କରିଛନ୍ତି, ଯାହାର ଲମ୍ବା ଆଙ୍ଗୁଠି ଅଛି। ଅନୁସନ୍ଧାନକାରୀମାନେ...

ଟିକେଟ ଦେଲାନି ଭାଜପା, ସ୍ବାଧୀନ ଭାବେ ଲଢ଼ିବେ ପାରିକରଙ୍କ ପୁଅ ଉତ୍ପଳ

ପାଣାଜୀ,୨୧।୧: ଗୋଆ  ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ବିଧାନସଭା ନିର୍ବାଚନ ଲଢ଼ିବେ। ଭାଜପା ତାଙ୍କୁ ସ୍ବର୍ଗତ ପାରିକରଙ୍କ ଗଡ଼ ଭାବେ...

Advertisement
Archives

Model This Week