ପରପାରିରେ ‘ଶୋଲେ’ର କାଲିଆ

ମୁମ୍ବାଇ,୩୦।୯: ‘ଶୋଲେ’ ଫିଲ୍ମରେ କାଲିଆ ଭୂମିକାରେ ଅଭିନୟ କରି ଖ୍ୟାତି ହାସଲ କରିଥିବା ଅଭିନେତା ବିଜୁ ଖୋଟେଙ୍କର ସୋମବାର ୭୮ ବର୍ଷରେ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ସେ ରୋଗଗ୍ରସ୍ତ ଥିଲେ। ସେ ୧୯୪୧ ଡିସେମ୍ବର ୧୭ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୪ରେ ବିଜୁ ଫିଲ୍ମ ଦୁନିଆରେ ପାଦ ଦେଇଥିଲେ। ହିନ୍ଦୀ ସମେତ ବହୁ ମରାଠୀ ଫିଲ୍ମରେ ମଧ୍ୟ ସେ ଅଭିନୟ କରିଛନ୍ତି। ‘ଶୋଲେ’ ଫିଲ୍ମରେ ମାତ୍ର ୭ ମିନିଟ୍‌ର ଅଭିନୟ ତାଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା। ତାଙ୍କର ‘ସରକାର ମେ ଆପ୍‌କା ନମକ୍‌ ଖାୟା ହୈ’ ଡାଇଲଗ୍‌ ଦର୍ଶକଙ୍କୁ ବେଶ୍‌ ଭଲ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?