Posted inଜାତୀୟ

ପରମ୍ପରା ବଜାୟ ରଖିଲେ ମୋଦି

ନୂଆଦିଲ୍ଲୀ,୨୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଧାରଣତନ୍ତ୍ର ଦିବସ ଅବସରରେ ପରମ୍ପରା ବଜାୟ ରଖିଛନ୍ତି ବୋଲି ଆଲୋଚନା କରାଯାଉଛି। ସାଧାରଣତନ୍ତ୍ର ଦିବସ ଅବସରରେ ମୋଦି ସାଫା ବାନ୍ଧି ଏହି ପରମ୍ପରା ବଜାୟ ରଖିଥିବା କୁହାଯାଉଛି। ତାହପୁଣି ଗେରୁଆ ବା କମଳା ରଙ୍ଗର। ପାରମ୍ପରିକ କୁର୍ତ୍ତା ପାଇଜାମା ସହ ସାଫା ବାନ୍ଧି ଚଳିତବର୍ଷ ମୋଦି ଇଣ୍ଡିଆ ଗେଟ୍‌ରେ ଥିବା ଅମର ଯବାନ ଜ୍ୟୋତି ପରିବର୍ତ୍ତେ ପ୍ରଥମ ଥର ଲାଗି ନବ ନିର୍ମିତ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକରେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ଓ ସ୍ବାଧିନତା ଦିବସ ଅବସରରେ ମୋଦି କୁର୍ତ୍ତା ପାଇଜାମା ସହ ଯେଉଁ ସାଫା ବାନ୍ଧନ୍ତି ତାହା ସବୁବେଳେ ଚର୍ଚ୍ଚାରେ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା କମ୍ପାନୀର ଚୁକ୍ତି ରଦ୍ଦ କଲା ରେଲଓ୍ବେ

ନୂଆଦିଲ୍ଲୀ,୧୯ା୬:ସୀମାରେ ଲାଗି ରହିଥିବା ଭାରତ ଓ ଚାଇନା ସେନାର ତିକ୍ତତା ଲାଗି ରହିଛି। ୨୦ ଭାରତୀୟ ଯବାନ ଶହୀଦ ହେବା ଘଟଣା କେନ୍ଦ୍ର ସରକାରଙ୍କଠାରୁ ନେଇ...

କାର ବୋମା ସନ୍ଦେହରେ ମେହବୁବାଙ୍କ ସମ୍ମିଳନୀକୁ ମିଳିଲାନି ଅନୁମତି

ଶ୍ରୀନଗର,୧୨।୧୨: କାର ବୋମା ସନ୍ଦେହ ଏବଂ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀର ପ୍ରଶାସନ ରବିବାର ହେବାକୁ ଥିବା ପିଡିପିର ଯୁବ ସମ୍ମିଳନୀକୁ ଅନୁମତି ଦେଇନାହିଁ।...

୮ରୁ ବ୍ରିଟେନକୁ ବିମାନ

ନୂଆଦିଲ୍ଲୀ,୧।୧: ଜାନୁଆରୀ ୮ରୁ ଭାରତରୁ ବ୍ରିଟେନକୁ ବିମାନସେବା ଆଂଶିକ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ ଶୁକ୍ରବାର କହିଛନ୍ତି।...

ବିଏସପି-କଂଗ୍ରେସକୁ ଅଖିଳେଶଙ୍କ ପ୍ରଶ୍ନ: ‘ଲଢେଇ ଆମ ସହ ନା ଭାଜପା ସହ’

ଲକ୍ଷ୍ନୌ,୧।୮: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ରବିବାର ୨୦୨୨ ବିଧାନସଭା ନିର୍ବାଚନ ପାଇଁ ନିଜ ମତ ସ୍ପଷ୍ଟ କରିଛନ୍ତି। ଏଥର ନିର୍ବାଚନରେ ଏସପି...

ପାକିସ୍ତାନ ଜେଲରେ ୫୦ ବର୍ଷ ଧରି ବନ୍ଦୀ ଥିବା ମେଜରଙ୍କ ମୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ଏସ୍‌ସିଙ୍କ ଜବାବ୍‌ ତଲବ…

ନୂଆଦିଲ୍ଲୀ, ୧୩।୪ : ପାକିସ୍ତାନ ଜେଲରେ ୫୦ ବର୍ଷ ଧରି ବନ୍ଦୀ ଥିବା ମେଜର କନଓ୍ବଲଜିତ୍‌ ସିଂଙ୍କ ମୁକ୍ତି ନେଇ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ...

କରୋନା ଯୋଗୁ ଅତି ଗରିବ ହେବେ ୧୦ କୋଟିରୁ ଊର୍ଦ୍ଧ୍ୱ ଲୋକ !

ନୂଆଦିଲ୍ଲୀ,୨୨।୮: କରୋନା ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥବ୍ୟବସ୍ଥା ବିଗିଡି ଯାଇଛି। ବିଶେଷ କରି ଗରିବ ଦେଶ ଗୁଡିକର ଅବସ୍ଥା ଅତ୍ୟଧିକ ଖରାପ ହୋଇ ଯାଇଛି।...

ଶୀତରେ ଥରୁଛି ଉତ୍ତର ଭାରତ: ହିମାଚଳରେ ବିଯୁକ୍ତ ୧୩ ଡିଗ୍ରୀ

ନୂଆଦିଲ୍ଲୀ/ଶିମ୍‌ଲା,୧୯।୧୨(ପି.ଟି.): ପ୍ରବଳ ଶୀତଳ ଲହରିରେ ସମଗ୍ର ଉତ୍ତର ଭାରତ ଥରୁଛି। ହିମାଚଳପ୍ରଦେଶର ମନାଲି, ସୁନ୍ଦରନଗର, ଭୁନ୍ତର ଏବଂ କଳ୍ପାରେ ତାପମାତ୍ରା ଶୂନ ଡିଗ୍ରୀ ସେଲ୍‌ସିୟସ ତଳେ...

ବ୍ଲାକ୍‌ ଫଙ୍ଗସ୍‌: ସରକାରଙ୍କୁ ଔଷଧ ଚିନ୍ତା

ନୂଆଦିଲ୍ଲୀ, ୧୩।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି...

Advertisement
Archives

Model This Week