ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ବିଜୟଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସକାଳେ ତାଙ୍କର ମୃତ୍ୟୁ ଘଟିଛି।

ଜଗତସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ବିଜୟ। ସେ ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ। ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ଏରସମା ନିର୍ବାଚନମଣ୍ଡଳୀର ସେ ବିଧାୟକ ଥିଲେ। ସେତେବେଳେ ସେ ଜନତା ଦଳ ନେତା ଦାମୋଦର ରାଉତଙ୍କୁ ହରାଇ ସେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ: ମନ୍ତ୍ରୀ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ। ଏନେଇ ଗୁରୁବାର ଲୋକସେବା ଭବନରେ ବସିଥିବା ଗଭର୍ଣ୍ଣିଂ ବଡି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗ...

ମଦ କାରବାର ବନ୍ଦ ପ୍ରତିବାଦରେ ବିକ୍ଷୋଭ

ତାଳଚେର, ୧୨ା୬(ନି.ପ୍ର.): ତାଳଚେର ବ୍ଲକ କଣ୍ଡାଳ ପଞ୍ଚାୟତରେ ବେଆଇନ ମଦ କାରବାର ବନ୍ଦ କରାଯିବା ଦାବିରେ ବୁଧବାର ପଞ୍ଚାବାସୀ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା

ସରଣ୍ଡା,୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର...

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଛତ୍ରପୁରରେ ନିୟମ ଫୁ: ୭ ଦୋକାନ ୧୫ ଦିନ ପାଇଁ ସିଲ

ଛତ୍ରପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ କରୋନା କଟକଣାକୁ ଅମାନିଆ ମାନୁନାହାନ୍ତି । ଅପରପକ୍ଷରେ ଏଠାରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି...

୪ ମାସ ପରେ ଖୋଲିଲା ରାହାମା ସାପ୍ତାହିକ ହାଟ

ରାହାମା,୧୫ା୮(ଡି.ଏନ.ଏ.):କଟକ-ପାରାଦୀପ ରାସ୍ତାର ରାହାମାଠାରେ ସପ୍ତାହର ସୋମବାର ଓ ଶୁକ୍ରବାର ଦୁଇଦିନ ଧରି ସାପ୍ତାହିକ ହାଟ ବସୁଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଜିଲାପାଳଙ୍କ ନିର୍ଦ୍ଦେଶରେ ମାର୍ଚ୍ଚ...

ଫଳକରେ ଅଟକିଛି ଉନ୍ନୟନ କାର୍ଯ୍ୟ

ବାରିପଦା ଅଫିସ, ୧୮ା୩- ବାରିପଦାର ସହରରେ ଥିବା ୭ଟି ବନ୍ଧର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୨ ଫେବୃୟାରୀ ୨୦୧୯ରେ ଭିିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା। ଭିତ୍ତିପ୍ରସ୍ଥର...

ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିର ୨ ଗୋଷ୍ଠୀ ମୁହାଁମୁହିଁ

କନ୍ଧମାଳ,୩୦।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ ଶନିବାର ମୁହାଁମୁହିଁ ହୋଇଛି। ମନ୍ତ୍ରୀ ପ୍ରତାପ ଜେନା ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଯାଇଥିବା ବେଳେ...

Advertisement
Archives

Model This Week